Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଶ୍ରୀକ୍ଷେତ୍ର ବିହାରରେ ଯୁବକର ଆତଙ୍କ, ଖଣ୍ଡାରେ ଦୁଇ ଜଣଙ୍କୁ ଆକ୍ରମଣ
ଅପରାଧ

ଶ୍ରୀକ୍ଷେତ୍ର ବିହାରରେ ଯୁବକର ଆତଙ୍କ, ଖଣ୍ଡାରେ ଦୁଇ ଜଣଙ୍କୁ ଆକ୍ରମଣ

March 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ର ବିହାର ମୁଖ୍ୟ ରାସ୍ତାରେ ଦୁଇ ଜଣ ଯୁବକ ଓ ଯୁବତୀ କଥା ହେଉଥିବା ବେଳେ ହଠାତ୍ ଜଣେ ଖଣ୍ଡାଧାରୀ ଯୁବକ ଉକ୍ତ ଦୁଇ ଜଣଙ୍କୁ ଅତର୍କିତ ଭାବେ ଚୋଟ ପରେ ଚୋଟ ପକାଇ ଚାଲିଯାଇଥିଲା। ଜୀବନ ବଞ୍ଚାଇବା ପାଇଁ ଗୁରୁତର ଅବସ୍ଥାରେ ଉଭୟ ନିକଟସ୍ଥ ଏକ ଘର ଭିତରେ ପସିଯାଇଥିଲେ। ଯାହାପରେ ଆକ୍ରମଣକାରୀ ଯୁବକ ସେଠାରୁ ଫେରାର ହୋଇଯାଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଦୁଇଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଇ ଥିଲେ ଓ ଘଟଣାର ଅନୁସନ୍ଧାନ ଚଳାଇଛନ୍ତି। ଆହତ ଯୁବକ ଜଣକ ରାଜେଶ କୁମାର ରାଉତ ଓ ଯୁବତୀ ଜଣକ ମୋନିକା ନାୟକ ବୋଲି ଜଣାପଡିଛି। ପୁର୍ବ ଶତ୍ରୁତା ଯୋଗୁଁ ଏହି ଭଳି ଘଟଣା ଘଟିଥିବା ଜଣାପଡିଛି।

ବଡ଼ବଜାର ଥାନା ଶ୍ରୀକ୍ଷେତ୍ର ବିହାର
Share. Facebook Twitter LinkedIn Email WhatsApp Copy Link

Related Posts

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026
Latest News

‘ରବି ଅଭିଯାନ ୨୦୨୬’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 29, 2026

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.