Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୭୮ କିଲୋ ଗଞ୍ଜେଇ ଜବତ: ୫ ମହିଳାଙ୍କ ସମେତ ୯ ଗିରଫ
ଅପରାଧ

୭୮ କିଲୋ ଗଞ୍ଜେଇ ଜବତ: ୫ ମହିଳାଙ୍କ ସମେତ ୯ ଗିରଫ

March 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସକୁ ବଡ଼ ସଫଳତା ମିଳିଛି। ଆଜି ୭୮ କିଲୋ ଗଞ୍ଜେଇ ଜବତ କରିବା ସହ ୯ ଜଣଙ୍କୁ ପୋଲିସ ଗିରଫ କରିଛି।

ସୁଚନା ଥାଉକି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଫିରିଙ୍ଗିଆ ପୋଲିସ ଗୋଟିଏ ସ୍ଥାନରେ ଚଢାଉ କରିଥିଲା। ଏବଂ ସେଠାରୁ ୭୮ କିଲୋ ଗଞ୍ଜେଇ ସହ ଏକ ଅଟୋ ଜବତ୍ କରିଥିଲା। ଏହାସହିତ ୫ ମହିଳାଙ୍କ ସମେତ ୯ ଜଣଙ୍କୁ ଘଟଣାସ୍ଥଳରୁ ଧରିଥିଲା। ସମସ୍ତ ସନ୍ଦିଗ୍ଧଙ୍କୁ ଜେରା କରିବା ପରେ ମାମଲା ନଂ ୫୧/୨୩ ପ୍ରକାରେ ଗିରଫ କରି କୋର୍ଟ ଚାଲାଣ କରିଥିଲା।

କନ୍ଧମାଳ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.