Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ଇଞ୍ଜେକ୍ସନ ଦେବା ପରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଚାପା ଉତ୍ତେଜନା
ଅପରାଧ

ବାଣପୁର: ଇଞ୍ଜେକ୍ସନ ଦେବା ପରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଚାପା ଉତ୍ତେଜନା

April 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।  ବାଣପୁର ମେଡିକାଲରେ ଜଣେ ରୋଗୀଙ୍କୁ ଇଞ୍ଜେକ୍ସନ ଦେବା ପରେ ତାଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି।

ଖବର ମୁତାବକ କୋଳଥଡିହ ଗ୍ରାମର ପାଣ୍ଡଵ ନାୟକ (୫୫), ଯିଏ କି ବାଣପୁର ଥାନାରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟରତ ଥିଲେ, ଆଜି ସକାଳେ ନିଜ ସାଇକେଲ ଯୋଗେ ବାଣପୁର ମେଡିକାଲକୁ ସାଧାରଣ ଚିକିତ୍ସା ପାଇଁ ଆସିଥିଲେ। ତେବେ ଡାକ୍ତର ତାଙ୍କୁ ଏକ ଇଞ୍ଜେକ୍ସନ ନେବା ପାଇଁ ପ୍ରେସକ୍ରିପସନ ଲେଖିଥଲେ। ସେହି ଆଧାରରେ ତାଙ୍କୁ ମେଡିକାଲ ନର୍ସ ଇଞ୍ଜେକେସନ ଦେବା ପରେ ପରେ ତାଙ୍କର ମୃତ୍ୟୁ ହୋଇଯାଇଛି।

ତେବେ ପାଣ୍ଡଵଙ୍କ ସ୍ତ୍ରୀ ଙ୍କ ଅଭିଯୋଗ ମୁତାବକ ଇଞ୍ଜେକେସନ ଲାଗି ତାଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ମେଡିକାଲରେ ପୋଲିସ ମୁତୟନ ଅଛନ୍ତି। ତେବେ ଏ ନେଇ ମେଡିକାଲ ଇନଚାର୍ଜ ଡ଼ା ରମାକାନ୍ତ ନାୟକଙ୍କୁ ପଚାରିବାରୁ, ପାଣ୍ଡଵଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ ଆଣ୍ଟିବାଓଟିକ ଇଞ୍ଜେକ୍ସନ ଦିଆଯାଇଛି।  ହେଲେ ମୃତ୍ୟୁର କାରଣ ପୋଷ୍ଟ ମର୍ଟମ ରିପୋର୍ଟ ଆସିବାପରେ ଜଣାପଡିବ ବୋଲି କହିଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026
Latest News

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.