Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନକଲି ମଦ ପ୍ରସ୍ତୁତ ପାଇଁ ବ୍ୟବହୃତ ସ୍ପିରିଟ ଜବତ, ୩ ଗିରଫ
ଅପରାଧ

ନକଲି ମଦ ପ୍ରସ୍ତୁତ ପାଇଁ ବ୍ୟବହୃତ ସ୍ପିରିଟ ଜବତ, ୩ ଗିରଫ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ମହୁରୀ କାଳୁଆ ଛକରେ ଯାଞ୍ଚ କରୁଥିବା ବେଳେ ସନ୍ଦେହ ଜନକ ଭାବେ ଜଣେ ସ୍କୁଟି ଚାଳକକୁ ବିଭାଗୀୟ କର୍ମଚାରୀମାନେ ଅଟକାଇ ଯାଞ୍ଚ କରିଥିଲେ। ସେହିସମୟରେ ସେଥିରୁ ୪୦ ଲିଟର ସ୍ପିରିଟ ମିଳିଥିଲା ଓ ସ୍କୁଟି ଚାଳକ ଶିବାଶିଷ ଡାକୁଆକୁ ପଚରାଉଚରା ବେଳେ ନକଲି ମଦ ପ୍ରସ୍ତୁତ ପାଇଁ ଏହି ସ୍ପିରିଟ ବ୍ୟବହୃତ ହୁଏ ବୋଲି କହିଥିଲା। ତେବେ ସେ ଏହାକୁ ବଡଖେମୁଣ୍ଡି ସାହିର ଏକ ଗୋଦାମରୁ ଆଣିଥିବା କହିବା ପରେ ବିଭାଗୀୟ କର୍ମଚାରୀ ମାନେ ଶିବାଶିଷକୁ ନେଇ ଉକ୍ତ ଗୋଦାମରେ ଚଢ଼ାଉ କରିଥିଲା।

ସେଠାରେ ମହଜୁଦ ଥିବା ୧୭୪୦ ଲିଟର ସ୍ପିରିଟ ଜବତ କରିବା ସହ ଗୋଦାମରେ କାମ କରୁଥିବା ଶଙ୍କର ପ୍ରଧାନ ଓ ସଂଜିତ ପ୍ରଧାନ ନାମକ ଫାଶିଗୁଡା ଗ୍ରାମର ଦୁଇ ଯୁବକଙ୍କୁ ଗିରଫ କରିଥିଲା।

ଜବତ ସ୍ପରିଟ୍ ର ମୁଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।

ଅବକାରୀ ଗୋଇନ୍ଦା ବିଭାଗ ନକଲି ମଦ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରୋତ୍ତୋଳନ: ୫୮ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଲେ ଆମେଠିର ସୁନିତା ବର୍ମା

September 22, 2026

ଏନ୍‌ବିଇଏମ୍‌ଏସ୍ ମାନ୍ୟତା: ୫ ଜିଲ୍ଲାରେ ଖୋଲିବ ଶିଶୁରୋଗ ଡିପ୍ଲୋମା

September 22, 2026

ପବନ-ପାଣିକୁ ଦେଖି ସତର୍କ ଚାଳକ: ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

September 22, 2026

ଟ୍ରକ୍‌କୁ ପଛରୁ ପିଟିଲା ବ୍ୟାଣ୍ଡପାର୍ଟି ଗାଡ଼ି, ଜଣେ ମୃତ, ୭ ଗୁରୁତର

September 22, 2026
Latest News

ଭାରୋତ୍ତୋଳନ: ୫୮ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଲେ ଆମେଠିର ସୁନିତା ବର୍ମା

September 22, 2026

୧୧ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା: ଜାଣନ୍ତୁ ଭୋଟ୍ କେବେ?

September 22, 2026

ଆଜି ଏସୀୟ କ୍ରୀଡ଼ାରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବ ଭାରତ?: ଦେଖନ୍ତୁ ପଦକ ତାଲିକା

September 22, 2026

Smoking Cessation Benefits: ଧୂମପାନ ଛାଡ଼ିବା ପରେ ଫୁସଫୁସ କେବେ ସୁସ୍ଥ ହୁଏ? ଜାଣନ୍ତୁ ବିଶେଷଜ୍ଞଙ୍କ ତଥ୍ୟ

September 22, 2026

୨ ଆସନରେ ଉପନିର୍ବାଚନ: ମମତା ଗୋଷ୍ଠୀଙ୍କ ନୂଆ ଚିହ୍ନ ‘ଫୁଟବଲ୍ ଖେଳାଳି’ ଉନ୍ମୋଚିତ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.