Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅତିକ୍ ଅହମ୍ମଦ ହତ୍ୟା ମାମଲାରେ ପୋଲିସ୍ ଉପରେ କାର୍ଯ୍ୟାନୁଷ୍ଠାନ, ୫ ନିଲମ୍ବିତ
ଅପରାଧ

ଅତିକ୍ ଅହମ୍ମଦ ହତ୍ୟା ମାମଲାରେ ପୋଲିସ୍ ଉପରେ କାର୍ଯ୍ୟାନୁଷ୍ଠାନ, ୫ ନିଲମ୍ବିତ

April 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲିସ୍ ନିଲମ୍ୱିତ
ବାଲିଅନ୍ତା ଭିଡ଼ହତ୍ୟା ମାମଲା: ୪ ପୋଲିସ୍ ନିଲମ୍ୱିତ

ପ୍ରୟାଗରାଜ (ୟୁପି): ମାଫିଆ ଅତିକ୍ ଅହମ୍ମଦ ଏବଂ ତାଙ୍କ ଭାଇ ଅଶରଫଙ୍କ ହତ୍ୟା ମାମଲାରେ ପୋଲିସ କର୍ମୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି। କର୍ତ୍ତବ୍ୟ ଅବହେଳା ପାଇଁ ଅତିକର ସୁରକ୍ଷା ସହ ଜଡିତ ୫ ଜଣ ପୋଲିସଙ୍କୁ ନିଲମ୍ବିତ କରାଯାଇଛି। ଏଥିରେ ଶାହଗଞ୍ଜ ଏସଓ ଇନ୍ସପେକ୍ଟର ଅଶ୍ୱନୀ କୁମାର ସିଂଙ୍କ ସମେତ ଦୁଇ ଇନ୍ସପେକ୍ଟର ଏବଂ ଦୁଇ କନଷ୍ଟେବଳଙ୍କୁ ନିଲମ୍ବିତ କରାଯାଇଛି।

ମଙ୍ଗଳବାର ଦିନ ଏସଓ ସମେତ ସମସ୍ତ ପୋଲିସ କର୍ମୀଙ୍କୁ ଏସଆଇଟି ଜେରା କରିଥିଲା। ଯାହା ପରେ ଏସଆଇଟି ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏପ୍ରିଲ ୧୫ ତାରିଖରେ ୩ ଆକ୍ରମଣକାରୀ ଶାହଗଞ୍ଜ ପୋଲିସ ଷ୍ଟେସନ ପାଖରେ ଥିବା ଅତିକ୍ ଏବଂ ଅଶ୍ରଫଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ।

ଅତିକ୍ ଅହମ୍ମଦ କାର୍ଯ୍ୟାନୁଷ୍ଠାନ ହତ୍ୟା ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026
Latest News

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ରାଜ୍ୟପାଳ, ବୁଲି ଦେଖିଲେ ହୀରାକୁଦ ଡ୍ୟାମ୍

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.