Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଉଗ୍ରରୂପ ନେଲା ପାରିବାରିକ କଳହ: ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦାଦାଙ୍କୁ ଆକ୍ରମଣ କଲେ ଦୁଇ ପୁତୁରା
ଅପରାଧ

ଉଗ୍ରରୂପ ନେଲା ପାରିବାରିକ କଳହ: ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦାଦାଙ୍କୁ ଆକ୍ରମଣ କଲେ ଦୁଇ ପୁତୁରା

April 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ପାରିବାରିକ କଳହରୁ ମହାଭାରତ। ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦାଦାଙ୍କୁ ଦୁଇ ପୁତୁରା ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଦାଦା ଗୌରହରି ନନ୍ଦ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ, ଗୌରହରିଙ୍କ ବଡ଼ଭାଇର ଦଶାହ କାର୍ଯ୍ୟ ନିମନ୍ତେ ସେ ଉକ୍ତ ଗ୍ରାମକୁ ଯାଇଥିଲେ ଓ ଦଶାହ କାର୍ଯ୍ୟକ୍ରମ ସରିଲା ପରେ ଅନ୍ୟ ବଂଶ ବଂଧୁ ମାନଙ୍କ ସହ ପୋଖରୀ ରେ ଶୌଚ ହେବା ବେଳେ ହଠାତ୍ ଦୁଇ ପୁତୁରା ବିରୁପାକ୍ଷ ଓ ତ୍ରିଲୋଚନ ନିଜ ଭିଣୋଇ କାଳୁ ଚରଣ ପଣ୍ଡାଙ୍କ ସହ ମିଶି ଘରର ସମ୍ପତ୍ତି ଭାଗବଣ୍ଟାକୁ ନେଇ ଗଣ୍ଡଗୋଳ ଓ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଯାହା ଫଳରେ ସେ ଗୁରୁତର ଆହତ ହୋଇ ପ୍ରଥମେ ବୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଓ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ ଆହତ ଗୌରହରିଙ୍କ ଠାରୁ ଅଭିଯୋଗ ଗ୍ରହଣ କରି କେଶ୍ ନଂ ୨୭୧/୨୩ ଅନୁଯାୟୀ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ପାରିବାରିକ କଳହ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.