Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆକ୍ସନ ମୁଡ଼ରେ ରଣପୁର ତହସିଲ: ଖଣି ମାଫିଆଙ୍କ ଆଡ୍ଡା ସ୍ଥଳୀରେ ବୁଲିଲା ଜେସିବି
ଅପରାଧ

ଆକ୍ସନ ମୁଡ଼ରେ ରଣପୁର ତହସିଲ: ଖଣି ମାଫିଆଙ୍କ ଆଡ୍ଡା ସ୍ଥଳୀରେ ବୁଲିଲା ଜେସିବି

May 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପଥର ମାଫିଆଙ୍କୁ ସାବାଡ୍ କରିବା ପାଇଁ ରଣପୁର ତହସିଲ ପ୍ରଶାସନ ତତ୍ପର ହୋଇ ଉଠିଛି। ମୟୁର ଝାଲିଆ ଗାଁ ନିକଟ ପଥର ଖଣି ନିକଟରେ ଏକ ବେଆଇନ ଘରକୁ ରଣପୁର ତହସିଲ ଆଜି ଭାଙ୍ଗି ଦେଇଥିବା ଜଣା ପଡିଛି। ଏହି ଚଢାଉରେ ରଣପୁର ତହସିଲଦାର ଇପ୍ସିତ ସାହୁ ଓ ଅତିରିକ୍ତ ତହସିଲଦାର ଅବିନାଶ ମାହର, ଚାନ୍ଦପୁର ଥାନା ଅଧିକାରୀ ମୁକେଶ ଚନ୍ଦ୍ର ବେହେରା ଓ ପୋଲିସ୍ ଫୋର୍ସ ସହାୟତାରେ ଖଣି ମାଫିଆଙ୍କ ଆଡା ସ୍ଥଳୀକୁ ଭାଙ୍ଗି ଦିଆଯାଇଛି।

ସୂଚନା ଥାଉ କି ମୟୁର ଝାଲିଆ ମାଙ୍କଡା ପଥର ଖଣି ନିକଟରେ ପଥର ମାଫିଆମାନେ ଏକ ଆଜବେଷ୍ଟସ ଘର ତିଆରି କରି ସେଠାରେ ଆଡ୍ଡା ଚଳାଇଥିଲେ। ରଣପୁର ତହସିଲ ଅନ୍ତର୍ଗତ ମୟୁର ଝାଲିଆ ମୌଜା ଖାତା ନଂ -୪୯୫, ପ୍ଲଟ ନଂ -୧୬୮୯ ରେ ତିଆରି ହୋଇଥିଲା ଏହି ଆଡ୍ଡା ସ୍ଥଳୀ। ମାଫିଆମାନେ ଏଠାରେ ରହି ବେଧଡକ ନିଜର କାରବାର ଚଳାଇ ଆସୁଥିଲେ। ମାଙ୍କଡା ପଥର କାଟି ଲକ୍ଷ ଲକ୍ଷ ଟଙ୍କା ଉପାର୍ଜନ କରୁଥିଲେ। ଫଳରେ ସରକାରୀ ରାଜସ୍ୱ ହାନି ହେଉଥିଲା।  କୁଶପଲ୍ଲାରେ ଚଢାଉ ବେଳେ ଏନଫୋର୍ସମେଣ୍ଟ ଟିମ୍ କୁ ଖଣି ମାଫିଆଙ୍କ ଆକ୍ରମଣ ପରେ ଏଭଳି ଆକ୍ସନ ମୋଡ୍ କୁ ଆସିଛି ରଣପୁର ତହସିଲ।

ଖଣି ମାଫିଆ ରଣପୁର ତହସିଲ
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.