Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୨ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କଲା ପୋଲିସ
ଅପରାଧ

୨ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କଲା ପୋଲିସ

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
୨ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ୨ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ରାଉନସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୂଚନା ମୁତାବକ ଖୋର୍ଦ୍ଧା ଠେଙ୍ଗାହାଟ ଛକରେ ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଇନ୍ସପେକ୍ଟର ନୀଳିମା ଜୟନ୍ତୀ ସ୍ୱାଇଁଙ୍କ ନେତୃତ୍ୱରେ ଆଜି ଚଢ଼ାଉ କରାଯାଇ ଅଭିଯୁକ୍ତ ଅଶ୍ରୁ୍ମୋଚନ ଦାସ(୧୯) ଙ୍କୁ ଗିରଫ କରାଯାଇଛି ।

ତାଙ୍କ ନିକଟରୁ ୨୪ ଗ୍ରାମ ବ୍ରାଉନସୁଗାର ସହ ଏକ ବାଇକ ଜବତ ହୋଇଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୨ ଲକ୍ଷ ୪୦ ହଜାର ଟଙ୍କା ହେବ । ଏହି ପରିପ୍ରେକ୍ଷୀରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ଦେଇଛି ଅବକାରୀ ବିଭାଗ ।

ଖୋର୍ଦ୍ଧାରେ ବ୍ରାଉନ ସୁଗାର ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026
Latest News

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.