Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କନ୍ଧମାଳରୁ ଭୁବନେଶ୍ବର ଆସୁଥିଲା ଗଞ୍ଜେଇ, ଖୋର୍ଦ୍ଧାରେ ମାଡି ବସିଲା ପୋଲିସ
ଅପରାଧ

କନ୍ଧମାଳରୁ ଭୁବନେଶ୍ବର ଆସୁଥିଲା ଗଞ୍ଜେଇ, ଖୋର୍ଦ୍ଧାରେ ମାଡି ବସିଲା ପୋଲିସ

May 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କନ୍ଧମାଳରୁ ଭୁବନେଶ୍ବର ଆସୁଥିଲା ଗଞ୍ଜେଇ, ଖୋର୍ଦ୍ଧାରେ ମାଡି ବସିଲା ପୋଲିସ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଟାଉନ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକଙ୍କୁ ଗିରଫ କରିଛି। ସୂଚନା ମୁତାବକ ଏକ କାର ଯୋଗେ କନ୍ଧମାଳ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଖୋର୍ଦ୍ଧା ଦେଇ ଭୁବନେଶ୍ୱର ଅଭିମୁଖେ ଚାଲାଣ ହେଉଥିବାର ଖବର ପାଇଥିଲା ପୋଲିସ। ଏସପି ଙ୍କ ନିର୍ଦେଶକ୍ରମେ ଏବଂ ସଦର ଏସଡିପିଓ ଏବଂ ଟାଉନ ଥାନା ଆଇଆଇସିଙ୍କ ତତ୍ୱାବଧାନ ରେ ଏକ ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା ।

ପରିଶେଷରେ ଉକ୍ତ କାରକୁ ଠାବ କରିବାରେ ସଫଳ ହୋଇଥିଲା ପୋଲିସ । କାରର ତଲାସି ନେବାରୁ ସେଥିରୁ ୨୮.୨୦୦ କେଜି ଗଞ୍ଜେଇ ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ୮୦ ହଜାର ଟଙ୍କା ହେବ । ଏହି ବାବଦରେ ଦୁଇ ଅଭିଯୁକ୍ତ ମଧ୍ୟ ଗିରଫ ହୋଇଛନ୍ତି । ଗିରଫ ଅଭିଯୁକ୍ତ ମାନେ ହେଲେ କନ୍ଧମାଳ ଜିଲ୍ଲା ସାରଙ୍ଗଗଡ଼ ଥାନା ଅଞ୍ଚଳର ସମିଳନ ପ୍ରଧାନ (୨୮) ଏବଂ ଗୌତମ ପ୍ରଧାନ (୨୯) । ଗିରଫ ଅଭିଯୁକ୍ତମାନଙ୍କୁ ଆଜି କୋର୍ଟଚାଲାଣ କରାଯାଇଛି ।

ଖୋର୍ଦ୍ଧା ଗଞ୍ଜେଇ ଗଞ୍ଜେଇ ଚାଲାଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026
Latest News

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ହରମୁଜ୍ ମୁକ୍ତ ହେବ!: ଆମେରିକା-ଇରାନ ଶାନ୍ତି ଚୁକ୍ତିର ପଢନ୍ତୁ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.