Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅପହରଣ ଅଭିଯୋଗରେ କୋଦଳା ପୋଲିସ ଦ୍ବାରା ୬ ଗିରଫ
ଅପରାଧ

ଅପହରଣ ଅଭିଯୋଗରେ କୋଦଳା ପୋଲିସ ଦ୍ବାରା ୬ ଗିରଫ

May 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: କୋଦଳା ଥାନା ଅନ୍ତର୍ଗତ କଞ୍ଚଣା ଛକରେ ପ୍ଲଟ୍ ବ୍ୟବସାୟକୁ ନେଇ ମାଣ୍ଡିଆପଲୀ ଗ୍ରାମର ଶୁଭମ୍ ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ କୋଦଳା ପୋଲିସ ତତକ୍ଷଣାତ୍ ପଦକ୍ଷେପ ସ୍ବରୂପ ଜଗନ୍ନାଥ ପୁର ଛକରୁ ଏକ କାର୍ କୁ ଅଟକାଇ ଯାଞ୍ଚ କରିବା ବେଳେ ସେଥିରୁ ୬ ଜଣ ଯୁବକ ଶୁଭମ୍ କୁ ଅପହରଣ କରୁଥିବା ଜାଣିବାକୁ ପାଇଥିଲେ।

ପୋଲିସ ଉକ୍ତ ୬ ଯୁବକଙ୍କ ସହ ଅପହୃତ ଶୁଭମ୍ ଙ୍କୁ ଉଦ୍ଧାର କରିଥିଲା। ଏହାସହ ଗୋଟିଏ ମୋବାଇଲ ଫୋନ, ଗୋଟିଏ ମାରଣାସ୍ତ୍ର ଓ ଉକ୍ତ କାର୍ କୁ ଜବତ କରିବା ସହ ୬ ଅଭିଯୁକ୍ତଙ୍କୁ  ଗିରଫ କରି କୋର୍ଟ ଚାଲାଣ କରିଥିଲା।

ଅପହରଣ ଅଭିଯୋଗ କୋଦଳା ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ସାର୍ଥକ-ପିଡିଏସ୍‌ ବ୍ୟାପକ ଯୋଜନା ଅଧୀନରେ ଦୁଇଟି ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

May 27, 2026

Vedanta Odisha Projects: ମୁଖ୍ୟମନ୍ତ୍ରୀଙ୍କ ସହ ବେଦାନ୍ତ ପ୍ରକଳ୍ପ ନେଇ ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କ ଆଲୋଚନା

May 27, 2026

JSW Mega Steel Plant: ପାରାଦୀପରେ ଜେଏସଡବ୍ଲୁର ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

May 27, 2026

ରାଜ୍ୟରେ ସ୍ଥାପନ ହେବ ୬ଟି ହାଇ ୱିଣ୍ଡ ସ୍ପୀଡ ରେକର୍ଡର

May 27, 2026
Latest News

ସାର୍ଥକ-ପିଡିଏସ୍‌ ବ୍ୟାପକ ଯୋଜନା ଅଧୀନରେ ଦୁଇଟି ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

May 27, 2026

Vedanta Odisha Projects: ମୁଖ୍ୟମନ୍ତ୍ରୀଙ୍କ ସହ ବେଦାନ୍ତ ପ୍ରକଳ୍ପ ନେଇ ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କ ଆଲୋଚନା

May 27, 2026

JSW Mega Steel Plant: ପାରାଦୀପରେ ଜେଏସଡବ୍ଲୁର ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

May 27, 2026

ରାଜ୍ୟରେ ସ୍ଥାପନ ହେବ ୬ଟି ହାଇ ୱିଣ୍ଡ ସ୍ପୀଡ ରେକର୍ଡର

May 27, 2026

ମାଆକୁ ପିଟି ମୁଣ୍ଡ ଫଟାଇଲା ପୁଅ

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.