Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରେ ପୋଲିସର ଚଢାଉ: ଦୁଇ ବସ୍ତା ଦେଶୀମଦ ଜବତ
ଅପରାଧ

ବାଣପୁରରେ ପୋଲିସର ଚଢାଉ: ଦୁଇ ବସ୍ତା ଦେଶୀମଦ ଜବତ

June 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ଦେଶୀମଦ କାରବାର ବଢୁଥିବା ବେଳେ ଅବକାରୀ ବିଭାଗ ଏକପ୍ରକାର ନିଷ୍କ୍ରିୟ ହୋଇପଡିଛି। ଆଜିଠାରୁ ରଜ ଆରମ୍ଭ ହୋଇଥିବା ବେଳେ ଗାଁ ଗାଁ ରେ ମଦ କାରବାର ଅହେତୁକ ଭାବେ ବୃଦ୍ଧି ପାଉଛି। ତାକୁ ଆଖିରେ ରଖି ପୋଲିସ ତନାଘନା ଜାରି ରଖିଛି।

ଆଜି ଅପରାହ୍ନରେ ଭେଟେଶ୍ୱର ପଞ୍ଚାୟତ କୁରୁଞ୍ଜିପୁର ଗ୍ରାମର ରତ୍ନାକର ପଲେଇ (୪୦) ନିଜ ଘରେ ପଛପଟେ ମଦ ରଖି ବିକ୍ରି କରୁଥିବାର ସୂଚନା ପାଇ ରତ୍ନାକରଙ୍କ ଘର ଉପରେ ଚଢ଼ାଉ କରିଥିଲା ପୋଲିସ। ଉକ୍ତ ସ୍ଥାନରୁ ଦୁଇ ବସ୍ତା ଦେଶୀମଦ (୮୦ ଲିଟର) ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।

ଏହି ପରିପ୍ରେକ୍ଷୀରେ ବାଣପୁର ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଆସନ୍ତାକାଲି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି।

କୋର୍ଟ ଚାଲାଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.