Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବୋଲଗଡ଼ରେ ଅବକାରୀ ବିଭାଗର ଚଢାଉ: ବିପୁଳ ପରିମାଣର ମହୁଲି ପୋଚ ଓ ଦେଶୀ ମଦ ଜବତ
ଅପରାଧ

ବୋଲଗଡ଼ରେ ଅବକାରୀ ବିଭାଗର ଚଢାଉ: ବିପୁଳ ପରିମାଣର ମହୁଲି ପୋଚ ଓ ଦେଶୀ ମଦ ଜବତ

June 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଅନ୍ତର୍ଗତ କୋଟସିଂ ଗ୍ରାମର ଏକାଧିକ ସ୍ଥାନରେ ଆଜି ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ ଚଢ଼ାଉ କରାଯାଇଛି। ଚଢାଉ ସମୟରେ ମୋଟ ୩ ହଜାର ୪୦୦ ଲିଟର ଗୁଡ ମିଶ୍ରିତ ମହୁଲି ପୋଚ ଓ ୧୨୦୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ଉକ୍ତ ଚଢାଉରେ ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା ଓ ବେଗୁନିଆ ଅବକାରୀ ଥାନାର ସମସ୍ତ କର୍ମଚାରୀ ମାନେ ସାମିଲ ଥିଲେ। ଏହି ପରିପ୍ରେକ୍ଷୀରେ ବେଗୁନିଆ ଅବକାରୀ ଥାନା ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଛି l

ଅବକାରୀ ବିଭାଗ ଖୋର୍ଦ୍ଧା ଦେଶୀ ମଦ ଜବତ ଦେଶୀ ମଦ ଭାଟି ବୋଲଗଡ଼ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.