Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନକଲି ମଦ ପ୍ରସ୍ତୁତି କାରବାରରେ ଜଡ଼ିତ ଦୁଇ ଭାଇ କୋର୍ଟ ଚାଲାଣ
ଅପରାଧ

ନକଲି ମଦ ପ୍ରସ୍ତୁତି କାରବାରରେ ଜଡ଼ିତ ଦୁଇ ଭାଇ କୋର୍ଟ ଚାଲାଣ

June 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ଏସ୍ ପି ଡଃ ଶ୍ରବଣ କୁମାର କୌଣସି ସୂତ୍ରରୁ ଖବର ପାଇ ଏକ ଟିମ୍ ଗଠନ କରି ଗୋଟିଏ ନକଲି ମଦ ତିଆରି କାରଖାନାକୁ ଚଢ଼ାଉ କରି ବହୁ ପରିମାଣର ନକଲି ମଦ, ୩୫ ଲିଟର ସ୍ପିରିଟ, ୭୫୦ ଟି ଗ୍ୟାସ୍ ବୋତଲ, ୩ ହଜାରରୁ ଉର୍ଦ୍ଧ୍ବ ଲେବଲ୍ ଓ ଏହା ହଜାରରୁ ଉର୍ଦ୍ଧ୍ବ ବିଭିନ୍ନ କମ୍ପାନୀର ନକଲି ଷ୍ଟିକର ଗୋଟିଏ ଅଟୋ ଓ ପେକିଙ୍ଗ୍ ମେସିନ ଜବତ୍ କରିଥିଲେ। ପ୍ରସ୍ତୁତ କରୁଥିବା ବୁଗୁଡ଼ା ଥାନା ଅନ୍ତର୍ଗତ ଗାନ୍ଧୀ ଗ୍ରାମର ଦୁଇ ଭାଇ ପ୍ରଶାନ୍ତ ଯେନା ଓ ତାରିଣୀ ଯେନାଙ୍କୁ ଘଟଣାସ୍ଥଳରୁ ଉଠାଇ ଆଣିଥିଲେ। ପରିଶେଷରେ ନକଲି ମଦ ତିଆରିର ବଳିଷ୍ଠ ପ୍ରମାଣ ମିଳିବା ପରେ ଉକ୍ତ ଦୁଇ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ପ୍ରକାଶ ଥାଉକି ବଡ଼ବଜାର ଥାନା ଅନ୍ତର୍ଗତ ଓମ୍ ନଗର ଅଞ୍ଚଳରେ ଏକ ପାଉଁରୁଟି କାରଖାନା ରେ ଉକ୍ତ ଦୁଇ ଭାଇ ନକଲି ମଦ ତିଆରି କରି ଗଞ୍ଜାମ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳକୁ ଚାଲାଣ କରୁଥିଲେ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଏସ୍ ପି ଉକ୍ତ କାରଖାନା ଉପରେ ଚଢ଼ାଉ କରି ସଫଳତା ପାଇଛନ୍ତି।

କୋର୍ଟ ଚାଲାଣ ନକଲି ମଦ ବ୍ରହ୍ମପୁର ଏସ୍ ପି
Share. Facebook Twitter LinkedIn Email WhatsApp Copy Link

Related Posts

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.