Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବୋମାମାଡରେ ସଫେଇ କର୍ମଚାରୀ ଆହତ
ଅପରାଧ

ବୋମାମାଡରେ ସଫେଇ କର୍ମଚାରୀ ଆହତ

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ସାହି ରେ ଗତକାଲି ରାତିରେ ବୋମାମାଡରେ ମାଲୁ ମହାନ୍ତି ନାମକ ଜଣେ ସଫେଇ କର୍ମଚାରୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଦୁଇ ଗୋଡ଼ରେ ଗଭୀର ଆଘାତ ହୋଇଛି।

ଘଟଣାରୁ ପ୍ରକାଶ ଯେ, ମାଲୁ ନିଜ ଘରକୁ ଯାଉଥିବା ବେଳେ ପୁର୍ବ ଶତ୍ରୁତାକୁ ନେଇ କିଛି ଯୁବକ ଅଚାନକ ତାଙ୍କ ଉପରକୁ ବୋମାମାଡ କରି ଚାଲିଯାଇଥିଲେ। ସୌଭାଗ୍ୟ ବଶତଃ ବୋମାମାଡ ତାଙ୍କର ଶରୀରର ଅନ୍ୟ କୌଣସି ସ୍ଥାନକୁ ନବାଜି କେବଳ ଗୋଡ଼ରେ ବାଜିଥିଲା, ଯାହା ଫଳରେ ସେ ବଞ୍ଚି ଯାଇଛନ୍ତି।

ଏ ସଂକ୍ରାନ୍ତରେ ବଡ଼ବଜାର ଥାନାରେ ଏକ ମାମଲା ରୁଜୁ ହୋଇଛି ଓ ପୋଲିସ ଏତଲା ଗ୍ରହଣ କରି ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

ବଡ଼ବଜାର ଥାନା ବୋମାମାଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.