Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସିରିଜ ଚୋରି ଘଟଣାରେ ୩ ଗିରଫ: ସୁନା ଓ ରୂପା ଅଳଙ୍କାର ଜବତ
ଅପରାଧ

ସିରିଜ ଚୋରି ଘଟଣାରେ ୩ ଗିରଫ: ସୁନା ଓ ରୂପା ଅଳଙ୍କାର ଜବତ

July 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ
ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ପୋଲିସ ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ଥାନା ଅଞ୍ଚଳରେ ଚୋରି ଘଟଣାକୁ ନେଇ ବ୍ରହ୍ମପୁର ଏସ୍ ପି ଙ୍କ ନିର୍ଦ୍ଦେଶରେ ଏକ ଟିମ୍ ଗଠନ ହୋଇଥିଲା। ଅନୁସନ୍ଧାନ ଚାଲିଥିବା ବେଳେ ବିଶେଷ କରି ଗୋପାଳପୁର ଥାନା ଅନ୍ତର୍ଗତ ଡିଫେନ୍ସ କଲୋନୀର ନୀଳମାଧବ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ତାଲାବନ୍ଦ ଘରୁ ତାଲା ଭାଙ୍ଗି ଚୋରି ଅଭିଯୋଗ ହୋଇଥିଲା।

ପୋଲିସ ଅନୁସନ୍ଧାନ ଚଳାଇ ତିନି ଜଣ ଯୁବକ ଯଥା ବ୍ରହ୍ମପୁର ସଦର ଥାନା ଅଞ୍ଚଳର ପି ବିଷ୍ଣୁ, ସୁଦାମ ପାତ୍ର ଓ ଚନ୍ଦନ ପାତ୍ରକୁ ଉଠାଇ ଆଣି ଜେରା କରିବା ବେଳେ ଏହି ମାନଙ୍କ ନାମରେ ଗୋଳନ୍ଥରା ଥାନାରେ ୩ଟି, ଗୋଷାଣୀ ନୁଆଁଗାଁ ଥାନାରେ ଗୋଟିଏ ଓ ନିମଖଣ୍ଡି ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିବା ଜାଣିବାକୁ ପାଇଥିଲା।

ଅଟକ ଯୁବକକୁ ଜେରା କରିବା ବେଳେ ପୋଲିସ ସେମାନଙ୍କ ଠାରୁ ୨୩୦ ଗ୍ରାମ ସୁନା ଅଳଙ୍କାର ଓ ୪୨୬ ଗ୍ରାମ ରୁପା ଅଳଙ୍କାର ଜବତ କରିଛି। ଯାହାର ଆନୁମାନିକ ମୁଲ୍ୟ ୧୩ ଲକ୍ଷ ହେବ ବୋଲି ଜଣାପଡିଛି। ଅଟକ ଯୁବକ ମାନଙ୍କୁ ଗୋପାଳପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ସିରିଜ ଚୋରି
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026
Latest News

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.