Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନକଲି ମଦ ପ୍ରସ୍ତୁତ ସାମଗ୍ରୀ ସହ ବ୍ୟବସାୟୀ ଗିରଫ
ଅପରାଧ

ନକଲି ମଦ ପ୍ରସ୍ତୁତ ସାମଗ୍ରୀ ସହ ବ୍ୟବସାୟୀ ଗିରଫ

July 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ଓମ୍ ନଗରରେ ଗତ ଜୁନ ୧୭ ତାରିଖରେ ଗୋଟିଏ ନକଲି ମଦ ତିଆରି କାରଖାନା ଉପରେ ପୋଲିସ ଚଢ଼ାଉ କରିଥିଲା। ଏହାପରେ ପୋଲିସ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରୁଛି। ଚଢ଼ାଉ ବେଳେ ବହୁ ପରିମାଣର ନକଲି ମଦ ତିଆରି ସାମଗ୍ରୀ ଜବତ କରିଥିବା ବେଳେ ବୋତଲ ଯୋଗାଉଥିବା ଜନୈକ କବାଡି ଦୋକାନ ବାଲାକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ଏହି କିଛି ଦିନ ତଳେ ମଦ ତିଆରି କରୁଥିବା ବେପାରୀ ତାରିଣୀ ଜେନାଙ୍କୁ ଜେଲରୁ ରିମାଣ୍ଡରେ ଆଣି ପଚରାଉଚରା କରିବା ବେଳେ ନକଲି ମଦ ତିଆରି ପାଇଁ ସ୍ପିରିଟ, ଲେବଲ୍ ଓ ଅନ୍ୟାନ୍ୟ ସାମଗ୍ରୀ କଲିକତାରୁ ଆଣୁଥିବା ପୋଲିସ ଆଗରେ ପ୍ରକାଶ କରିଥିଲା। ଯ’ଦ୍ଵାରା ପୋଲିସ ତାରିଣୀଙ୍କୁ ଧରି କଲିକତା ସହରର ବୁରା ବଜାର ସ୍ଥିତ ସାଗର ଗେଷ୍ଟ୍ ହାଉସରୁ ଉକ୍ତ ସାମଗ୍ରୀ ଯୋଗାଉଥିବା ଦଲାଲ୍ ଶମ୍ଭୁ ପଟେଲଙ୍କୁ ସେଠାରୁ ଉଠାଇ ଆଣି ଜେରା କରିବା ବେଳେ ସେ ଉକ୍ତ ସମସ୍ତ ସାମଗ୍ରୀ ଯୋଗାଉଥିବା ରାଜି ହୋଇଥିଲା।

ଏହା ପରେ ପୋଲିସ ଶମ୍ଭୁଙ୍କୁ ସେଠିକାର ମେଟ୍ରୋ ପଲିଟାନ୍ ଅଦାଲତରେ ହାଜର କରାଇ ତାଙ୍କୁ ବ୍ରହ୍ମପୁର ଏସ୍ ଡି ଜେ ଏମ୍ ଅଦାଲତରେ ହାଜର କରାଇ ଅଦାଲତ ନିର୍ଦ୍ଦେଶ ଅନୁଯାୟୀ ବିଚାର ବିଭାଗୀୟ ହାଜତକୁ ପଠାଇଛି।

ନକଲି ମଦ ବଡ଼ବଜାର ଥାନା ବ୍ୟବସାୟୀ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.