Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାସ୍ତା କଡ଼ରେ ଛିଡ଼ା ହୋଇଥିବା କାର୍ ରୁ ଅଢେଇ କିଲୋ ଗଞ୍ଜେଇ ଜବତ
ଅପରାଧ

ରାସ୍ତା କଡ଼ରେ ଛିଡ଼ା ହୋଇଥିବା କାର୍ ରୁ ଅଢେଇ କିଲୋ ଗଞ୍ଜେଇ ଜବତ

July 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ନିକଟ ଜାତୀୟ ରାଜପଥ ରାସ୍ତା କଡ଼ରେ ପାର୍କିଂ ଅବସ୍ଥାରେ ଥିବା ଏକ ମୋଟର କାର୍ କୁ ସନ୍ଦେହ କରି ଜେରା କରିବା ବେଳେ ସେଥିରୁ ଅଢେଇ କିଲୋ ଗଞ୍ଜେଇ ପୋଲିସ ଜବତ କରିଛି। ଗଞ୍ଜେଇ ମହଜୁଦ ଥିବା କାର୍ ର ନଂ ଏମଏଚ ୦୪ ଇଏକ୍ସ ୩୮୮୭ ବୋଲି ଜଣାପଡିଛି। ଗାଡ଼ି ଚାଲକ ଫେରାର ହୋଇଯାଇଥିବା ବେଳେ ଗଞ୍ଜେଇ ଓ କାର୍ କୁ ଜବତ କରି ପୋଲିସ କେଶ୍ ନଂ ୩୦୮/୨୩ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଗଞ୍ଜେଇ ଜବତ ଗୋଳନ୍ଥରା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.