Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୧,୪୪,୦୦୦ କେଜିର ଡ୍ରଗ୍ସ ନଷ୍ଟ କରାଯିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଅପରାଧ

୧,୪୪,୦୦୦ କେଜିର ଡ୍ରଗ୍ସ ନଷ୍ଟ କରାଯିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

July 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୧,୪୪,୦୦୦ କେଜି ଭଳି ବିପୁଳ ପରିମାଣର ଡ୍ରଗ୍ସ ନଷ୍ଟ କରି ଭାରତ ହାସଲ କରିଥିବା ଐତିହାସିକ ଉପଲବ୍ଧିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି।

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଟୁଇଟ୍ କରି କହିଥିଲେ ଯେ, ଭାରତ ମାତ୍ର ଗୋଟିଏ ବର୍ଷ ମଧ୍ୟରେ ୧ ନିୟୁତରୁ ଅଧିକ ଡ୍ରଗ୍ସ ନଷ୍ଟ କରି ଚମତ୍କାର ରେକର୍ଡ ହାସଲ କରିବାରେ ସଫଳ ହୋଇଛି।

ଡ୍ରଗ୍ସ କାରବାର ଏବଂ ଜାତୀୟ ସୁରକ୍ଷା ଉପରେ ଅନୁଷ୍ଠିତ ଆଞ୍ଚଳିକ ସମ୍ମିଳନୀରେ ଏହି ଉଲ୍ଲେଖନୀୟ ଉପଲବ୍ଧି କଥା ଆଲୋଚନା ହୋଇଥିଲା। ଏହା ଡ୍ରଗ୍ସ ମୁକ୍ତ ଭାରତ ନିର୍ମାଣରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ପ୍ରତି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଦୃଢ଼ ଏବଂ ନିରନ୍ତର ଉଦ୍ୟମର ଉଦାହରଣ।

ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ବହୁତ ଭଲ! ଭାରତକୁ ଡ୍ରଗ୍ସ ବିପଦରୁ ମୁକ୍ତ କରିବା ପାଇଁ ଆମ ଉଦ୍ୟମକୁ ଏହା ଶକ୍ତି ଯୋଗାଇଥାଏ’।

ଅମିତ ଶାହା ଐତିହାସିକ ଉପଲବ୍ଧି ଡ୍ରଗ୍ସ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026
Latest News

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.