Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ଅବକାରୀ ବିଭାଗକୁ ବଡ଼ ସଫଳତା, ସାଢେ ପନ୍ଦର ଲକ୍ଷର ବ୍ରାଉନ ସୁଗାର ଜବତ, ମହିଳା ଗିରଫ
ଅପରାଧ

ଖୋର୍ଦ୍ଧା: ଅବକାରୀ ବିଭାଗକୁ ବଡ଼ ସଫଳତା, ସାଢେ ପନ୍ଦର ଲକ୍ଷର ବ୍ରାଉନ ସୁଗାର ଜବତ, ମହିଳା ଗିରଫ

August 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ମୋବାଇଲ ୟୁନିଟକୁ ମିଳିଛି ବଡ଼ ସଫଳତା। ଉକ୍ତ ଟିମ ଜଣେ ମହିଳା ନିଶା ବେପାରୀଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ସାଢେ ପନ୍ଦର ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି।

ସୂଚନା ମୁତାବକ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଠେଙ୍ଗାହାଟ ଛକ ନିକଟରେ ଜଣେ ମହିଳା ବ୍ରାଉନ ସୁଗାର ବେପାର କରୁଥିବାର ଖବର ପାଇ ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଟିମ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ସ୍ଵପ୍ନେଶ୍ଵର ସାହିର ଦମୟନ୍ତୀ ନାୟକ (୪୫) ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ ୧୫୫ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଜବତ ବ୍ରାଉନ ସୁଗାର ମୂଲ୍ୟ ୧୫ ଲକ୍ଷ ୫୦ ହଜାର ବୋଲି ଜଣାପଡିଛି।

ଖୋର୍ଦ୍ଧା ନିଶା ବେପାରୀ ବ୍ରାଉନ ସୁଗାର ଜବତ ମହିଳା ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱାଦଶ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି କଲା CBSE: ଜାଣନ୍ତୁ ସବୁକିଛି

July 18, 2026

ଅହମ୍ମଦାବାଦର ବାଣ କାରଖାନାରେ ଶକ୍ତିଶାଳୀ ବିସ୍ଫୋରଣ: ୮ ମୃତ

July 18, 2026

ଏମ୍ସ ଭୁବନେଶ୍ୱର ଷଷ୍ଠ ସମାବର୍ତ୍ତନ ଉତ୍ସବ: ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

July 18, 2026

ବାଲୁଗାଁରେ ନୂଆ ସିନେମା ହଲ ଜଗଦମ୍ବା, ଆସନ୍ତାକାଲି ଉଦଘାଟନ କରିବେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

July 18, 2026
Latest News

ଦ୍ୱାଦଶ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି କଲା CBSE: ଜାଣନ୍ତୁ ସବୁକିଛି

July 18, 2026

ଅହମ୍ମଦାବାଦର ବାଣ କାରଖାନାରେ ଶକ୍ତିଶାଳୀ ବିସ୍ଫୋରଣ: ୮ ମୃତ

July 18, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ଏମ୍ସ ଭୁବନେଶ୍ୱର ଷଷ୍ଠ ସମାବର୍ତ୍ତନ ଉତ୍ସବ: ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

July 18, 2026

ବାଲୁଗାଁରେ ନୂଆ ସିନେମା ହଲ ଜଗଦମ୍ବା, ଆସନ୍ତାକାଲି ଉଦଘାଟନ କରିବେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.