Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅପହରଣ ଓ ମୁଣ୍ଡ ଜାମିନ ଅଭିଯୋଗ ରେ ୬ ଗିରଫ
ଅପରାଧ

ଅପହରଣ ଓ ମୁଣ୍ଡ ଜାମିନ ଅଭିଯୋଗ ରେ ୬ ଗିରଫ

August 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ
ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ନିମଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦ ବିହାର ୭ମ ଗଳିର ସମ୍ଭବ ବିଷୋୟୀ ନାମରେ ଜଣେ ଯୁବକକୁ ଅପହରଣ କରି ୧୨ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିବା ଅଭିଯୋଗରେ ନିମଖଣ୍ଡି ପୋଲିସ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ୍ କୁମାର ସ୍ବାଇଁ, ସୁର୍ୟାଂଶୁ କର, ବିଶ୍ଵାସ ବିଷୋୟୀ, ରାଧାମାଧବ ପାଣିଗ୍ରାହୀ, ନୀମାନା ଭାର୍ଗବ ଓ ହିଞ୍ଜିଳି ଥାନା ଅନ୍ତର୍ଗତ ବଂଶୀଧର ନାୟକ ପ୍ରମୁଖଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ସୁଚନା ଅନୁଯାୟୀ ଅପହୃତ ସମ୍ଭବ ଯୁକ୍ତ ଦୁଇ ପରୀକ୍ଷାରେ ଫେଲ୍ ହେବା ପରେ ଅନ୍ ଲାଇନ୍ ବ୍ୟବସାୟ ଆରମ୍ଭ କରିଥିଲେ। ଏହି ସମୟରେ ଦୀପକ୍ କୁମାର ସ୍ବାଇଁଙ୍କ ସମ୍ପର୍କରେ ଆସିଥିଲେ। ଏହା ମଧ୍ୟରେ ସେ ଦୀପକ୍ ଓ ଅନ୍ୟ କିଛି ଜଣଙ୍କଠୁଁ ଟଙ୍କା ଧାର ଆଣି ସୁଝି ନପାରି ବିଫଳ ହେବା ପରେ ଦୀପକ୍ ଯୋଜନା ମୁତାବକ ସମ୍ଭବଙ୍କୁ ଏହି ଋଣ ଟଙ୍କା ବିନିମୟରେ କଥା ହେବା ପାଇଁ ଡ଼କାଇ ଅନ୍ୟ କିଛି ଯୁବକ ମାନଙ୍କ ସହିତ ସମ୍ଭବଙ୍କୁ ଗତ ଅଗଷ୍ଟ ୨ ତାରିଖରେ ଅପହରଣ କରି ପୋଲସରା ଅଞ୍ଚଳର ଏକ କ୍ରସର କାରଖାନାରେ ରଖିଥିଲେ। ସେଠାରେ ସମ୍ଭକଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଆରମ୍ଭ କରିଥିଲେ ଓ ସମ୍ଭବଙ୍କ ମାଁ କୁ ଫୋନ କରି ୧୨ ଲକ୍ଷ ଟଙ୍କା ଦାବି କରିଥିଲେ। ନହେଲେ ପୁଅକୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।

ଏହି ଭଳି ପରିସ୍ଥିତିରେ ମାଁ ଧରିତ୍ରୀ ସାମଲ ନିମଖଣ୍ଡି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ସ୍ଵତନ୍ତ୍ର ଟିମ ଗଠନ କରି ଅନୁସନ୍ଧାନ ଚଳାଇ ସମ୍ଭବଙ୍କୁ ଉଦ୍ଧାର କରିବା ସହ ଉକ୍ତ ୬ ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏତଦବ୍ୟତୀତ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଛି ଓ ଆଉ କେହି ଯଦି ସମ୍ପୃକ୍ତି ଜଣା ପଡ଼ିଲେ ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ବ୍ରହ୍ମପୁର ଏସ୍ ପି ଙ୍କ ଠାରୁ ପ୍ରକାଶ।

ଅପହରଣ ନିମଖଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ଚାକିରୀରୁ ବିଦାୟ ନେବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଡିଜିପି ୱାଇ ବି ଖୁରାନିଆ

August 16, 2026

ବାଂଲାଦେଶର ଐତିହାସିକ ବିଜୟ: ଅଷ୍ଟ୍ରେଲିଆ ୯ ୱିକେଟ୍‌ରେ ପରାସ୍ତ

August 16, 2026
Latest News

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ଦିଲ୍ଲୀ ପଦଯାତ୍ରା ଘୋଷଣା କଲେ କୃଷକ ସଂଗଠନ: ବିଳମ୍ବିତ ରାତିରେ ସିଲ୍ ହେଲା ସୀମା

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.