Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁନା ଦୋକାନୀକୁ ଆକ୍ରମଣ କରି ଅଳଙ୍କାର ଲୁଟ
ଅପରାଧ

ସୁନା ଦୋକାନୀକୁ ଆକ୍ରମଣ କରି ଅଳଙ୍କାର ଲୁଟ

August 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବାଲିଗୁଡ଼ା ନେହେରୁ ଛକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନେହେରୁ ଛକରେ ଅବସ୍ଥିତ ମାଁ ପାଟଖଣ୍ଡା ଜୁଏଲାରୀ ଦୋକାନର ମାଲିକ ସୁବାସ ଚନ୍ଦ୍ର ଆଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଲୁଟିନେଇଛନ୍ତି।

ଆଜି ଦୋକାନ ଖୋଲିବା ସମୟରେ ଅଚାନକ କିଛି ଯୁବକ ମୋଟରସାଇକେଲରେ ଆସି ଦୋକାନୀ ସୁବାସଙ୍କ ହାତକୁ ହାଣି ଦେଇଥିଲେ ଓ ପରେ ଗୁଳିମାଡ଼ କରି ଦୋକାନରୁ କିଛି ସୁନା ଅଳଙ୍କାର ଲୁଟ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ପାଖରେ ଥିବା ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ସୁବାସଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଗୁରୁତର ଆହତ ସୁବାସଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଜଣାପଡିଛି।

ଅଳଙ୍କାର ଲୁଟ ଆକ୍ରମଣ ସୁନା ଦୋକାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026
Latest News

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ପ୍ରଥମ କ୍ରିକେଟ୍ ଦଳ ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହେଲା ଟିମ୍ ଇଣ୍ଡିଆ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.