Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟଙ୍କା ଠକେଇ ଅଭିଯୋଗରେ ଯୁବକ ଗିରଫ
ଅପରାଧ

ଟଙ୍କା ଠକେଇ ଅଭିଯୋଗରେ ଯୁବକ ଗିରଫ

September 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ
ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଦୁର୍ବନ୍ଧ ଗ୍ରାମର ମୃତ୍ୟୁଞ୍ଜୟ ପାଢ଼ୀ ନାମରେ ଜଣେ ଠକ ଯୁବକକୁ ବୈଦ୍ୟନାଥ ପୁର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର ଏସ୍ ପି ଡଃ ସର୍ବଣା ବିବେକ ଏମ୍ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଉକ୍ତ ଠକ ଯୁବକ ମୃତ୍ୟୁଞ୍ଜୟ ବିଭିନ୍ନ ବ୍ୟବସାୟ  ଲୋଭ ଦେଖାଇ ଚନ୍ଦ୍ରମଣିପେଟା ସାହିର ସତ୍ୟନାରାୟଣ ସାମଲ ନାମକ ଜଣେ ବ୍ୟକ୍ତି ଙ୍କ ଠାରୁ ୨୭ ଲକ୍ଷ ଟଙ୍କା, ଏସ୍ କେ ଅନୱର ନାମରେ ଜଣେ ଯୁବକ ଠାରୁ ୨୦ ଲକ୍ଷ, ସନ୍ଦୀପ କୁମାର ପାତ୍ର ଠାରୁ ୪ ଲକ୍ଷ ୫୦ ହଜାର, ଅଲେଖ ସାହୁ ଠାରୁ ୮ ଲକ୍ଷ ଓ ସନ୍ଦୀପ କୁମାର ଯେନା ନାମରେ ଜଣେ ଯୁବକଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଏହି ଭଳି ସେ ପ୍ରାୟ ଏକ କୋଟି ଟଙ୍କାରୁ ଅଧିକ ଅଭିନବ ଉପାୟରେ ବ୍ୟବସାୟ ରେ ଟଙ୍କା ଲଗାଇ ଦୁଇ ଗୁଣ କରାଇଦେବାର ଲୋଭ ଦେଖାଇ ଠକି ଚାଲିଥିଲା।

ପରବର୍ତ୍ତୀ ସମୟରେ ସେ ଟଙ୍କା ନେଇ ଥିବା ଲୋକଙ୍କୁ ଚେକ୍ ମଧ୍ୟ ଦେଇଥିଲା,ଯେ ବ୍ୟବସାୟ ନହେଲେ ଟଙ୍କା ଫେରାଇବାକୁ ଚୁକ୍ତି କରିଥିଲା। କିନ୍ତୁ ଉକ୍ତ ଚେକ୍ ନେଇ ଟଙ୍କା ଦେଇ ଥିବା ବ୍ୟକ୍ତି ଗଣ ବ୍ୟାଙ୍କ କୁ ଦେଖିଲା ବେଳକୁ ତାର ବ୍ୟାଙ୍କ ଏକାଉଣ୍ଟ୍ ରେ ଜିରୋ ବାଲାନ୍ସ୍ ରହିଛି। ଏହି ଭଳି ପରିସ୍ଥିତିରେ ଟଙ୍କା ଦେଇ ଥିବା ଲୋକଙ୍କ ସନ୍ଦେହ ସ୍ରୁଷ୍ଟି ହୋଇଥିଲା, ଯାହା ଫଳରେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ ବୈଦ୍ୟନାଥ ପୁର ଥାନା ପୋଲିସ ୪୫୧/୨୩ ଅନୁଯାୟୀ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇ ଉକ୍ତ ଠକ ଠକ ଯୁବକ କୁ ନେଇ ଥାନା ରେ ଜେରା କରିବା ପରେ ପୋଲିସ ବହୁ ତଥ୍ୟ ହାସଲ କରିଛନ୍ତି।

ବୈଦ୍ୟନାଥ ପୁର ଥାନା ଯୁବକ ଗିରଫ ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026
Latest News

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.