Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ନାବାଳକ ଅଟକ
ଅପରାଧ

ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ନାବାଳକ ଅଟକ

September 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ନିକଟରେ ୨୧ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ୩ ନାବାଳକଙ୍କୁ ପୋଲିସ ଅଟକ ରଖିଛି।

ସୂଚନା ଅନୁଯାୟୀ, ପାଟପୁର ଥାନା ପୋଲିସ ଏସ୍ ଆଇ ମିଲନ୍ ପ୍ରଧାନ ସଦଳବଳେ ପେଟ୍ରୋଲିଂ କରୁଥିବା ସମୟରେ ତପ୍ତପାଣି ନିକଟରେ ସନ୍ଦେହ ଜନକ ଭାବେ ୩ ନାବାଳକଙ୍କୁ ଅଟକାଇଥିଲା। ୨ ଟି ମୋଟରସାଇକେଲକୁ ଅଟକାଇ ଯାଞ୍ଚ କରିବା ପରେ ସେମାନେ ଧରିଥିବା ୨ ଟି ବ୍ୟାଗ୍ ରୁ ୨୧ କିଲୋ ଗଞ୍ଜେଇ ଜବତ କରିଥିଲା। ଅଟକ ୩ ନାବାଳକଙ୍କୁ ପୋଲିସ ବାଳସୁଧାର ଗୃହକୁ ପଠାଇଦେଇଛି।

ଗଞ୍ଜେଇ ଚାଲାଣ ନାବାଳକ ଅଟକ ପାଟପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026
Latest News

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026

ଭାରତୀୟ ସେନାରେ ଯୋଗଦେବା ପାଇଁ ବଡ଼ ସୁଯୋଗ: ଜାଣନ୍ତୁ ଆବେଦନ ପ୍ରକ୍ରିୟା

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.