Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିପୁଳ ପରିମାଣରେ ବାଣ ଓ ବିସ୍ପୋରକ ସାମଗ୍ରୀ ଜବତ
ଅପରାଧ

ବିପୁଳ ପରିମାଣରେ ବାଣ ଓ ବିସ୍ପୋରକ ସାମଗ୍ରୀ ଜବତ

October 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳାଙ୍କୁ ପ୍ରତାରଣା କରି ଲକ୍ଷାଧିକ ଲୁଟ୍: ଅଭିଯୁକ୍ତ ଯୁବକ କୋର୍ଟ ଚାଲାଣ
ମହିଳାଙ୍କୁ ପ୍ରତାରଣା କରି ଲକ୍ଷାଧିକ ଲୁଟ୍: ଅଭିଯୁକ୍ତ ଯୁବକ କୋର୍ଟ ଚାଲାଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଏସ୍ ପି ଡଃ ସର୍ବଣା ବିବେକ ଏମ୍ ଙ୍କ ନିର୍ଦ୍ଦେଶରେ ବୈଦ୍ୟନାଥ ପୁର ଥାନା ପୋଲିସ ଜାତୀୟ ରାଜପଥ ଅର୍ବାନ ଢ଼ାବା ପଛପଟୁ ଏକ ଘରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଓ ବାଣ ଜବତ କରିଛି। ଯାହାର ମୁଲ୍ୟ ଅଢେଇ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି।

ଏଥି ସହିତ ଲାଞ୍ଜିପଲି ବ୍ରାହ୍ମଣ ସାହିର ସଚିନ୍ ପାଣିଗ୍ରାହୀ ଓ ଉମା ନଗର ସାହିର ଆସିକ ବେହେରା ନାମକ ଦୁଇ ଜଣ ଯୁବକଙ୍କୁ ଘଟଣାସ୍ଥଳରୁ ଧରି ଥାନାରେ ଜେରା କରାଯାଉଛି। ଲାଞ୍ଜିପଲି ଫାଣ୍ଡି ଅଧିକାରୀ ଗୋବର୍ଦ୍ଧନ ଜେନାଙ୍କ ନେତୃତ୍ଵରେ ଚଢ଼ାଉ ହୋଇଥିଲା।

ସୁଚନା ଥାଉକି ଆଗକୁ ଦୀପାବଳି ଅମାବାସ୍ୟା ପର୍ବ ପାଳିତ ହେବାକୁ ଥିବା ବେଳେ ଏହିଭଳି ଆତସବାଜି ବ୍ୟବସାୟ ପ୍ରଶାସନ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି।

ଜାତୀୟ ରାଜପଥ ଡଃ ସର୍ବଣା ବିବେକ ଏମ୍ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026
Latest News

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026

ଶିଙ୍ଗଲ୍ସ କେବଳ ଚର୍ମ ରୋଗ ନୁହେଁ! ଷ୍ଟ୍ରୋକ୍ ଓ ହୃଦଘାତ ବିପଦ ସହ କ’ଣ ରହିଛି ସମ୍ପର୍କ?

October 5, 2026

ଅଷ୍ଟ୍ରେଲିଆ-ଏ’ ସିରିଜ୍‌ରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ, ସୂର୍ଯ୍ୟାଂଶଙ୍କୁ ସୁଯୋଗ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.