Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରେ ସ୍ପଷ୍ଟ ଦିବାଲୋକରେ ସଂଘବଦ୍ଧ ଆକ୍ରମଣ, ଗୁରୁତର ଯୁବକଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର
ଅପରାଧ

ବାଣପୁରରେ ସ୍ପଷ୍ଟ ଦିବାଲୋକରେ ସଂଘବଦ୍ଧ ଆକ୍ରମଣ, ଗୁରୁତର ଯୁବକଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର

October 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ଜଣେ ଯୁବକଙ୍କୁ ସ୍ପଷ୍ଟ ଦିବାଲୋକରେ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ବାଣପୁର ସାନହନ୍ତୁଆଡ଼ ଗ୍ରାମର ଶିବ ପାଇକରାୟ ନାମକ ଯୁବକଙ୍କୁ ବରଡ଼ି ଛକରେ ସଂଘବଦ୍ଧ ଭାବେ କିଛି ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।

ଫଳରେ ଶିବ ଗୁରୁତର ଆହତ ହେବା ସହ ତାଙ୍କ ଶରୀରରେ ଏକାଧିକ କ୍ଷତ ହୋଇଥିବା ଜଣାପଡିଛି। ତାଙ୍କୁ ବାଣପୁର ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର କ୍ୟାପିଟାଲ ହସ୍ପିଟାଲଙ୍କୁ ସ୍ଥାନାନ୍ତରିତ କରିଛନ୍ତି।

ଏ ନେଇ ଶିବ ଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଦେଇଛି। ଆକ୍ରମଣକାରି ମାନେ ଫେରାର ହୋଇଯାଇଥିବା ଜଣାପଡିଛି।

ବାଣପୁର ସଂଘବଦ୍ଧ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା : ଅଭିଯୁକ୍ତ ଗିରଫ

April 23, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.