Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଧଳା ଜହର ଜବତ, ମା ଓ ଦୁଇ ପୁଅ ଗିରଫ
ଅପରାଧ

ଧଳା ଜହର ଜବତ, ମା ଓ ଦୁଇ ପୁଅ ଗିରଫ

October 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ବଡ଼ବଜାର ଥାନା ଅନ୍ତର୍ଗତ ରଘୁପତି ନଗରର ଏକ ଭଡ଼ା ଘରେ ଚଢ଼ାଉ କରି ବଡ଼ବଜାର ପୋଲିସ କିଛି ଧଳା ଜହର, ୩ ଟି ମୋବାଇଲ ଫୋନ ଓ ନଗଦ ଟଙ୍କା ଜବତ କରିବା ସହ ପୁଜା ପ୍ରଧାନ ନାମ୍ନୀ ଜଣେ ମହିଳା ଓ ତାଙ୍କ ଦୁଇ ପୁଅ ଆକାଶ ଓ ବିକାଶକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସୁଚନା ଅନୁଯାୟୀ, ଉକ୍ତ ମା ଓ ଦୁଇ ପୁଅ ୫୦୦ ଟଙ୍କା ଲେଖାଏଁ ଛୋଟ ଛୋଟ ପୁଡିଆ କରି ଉକ୍ତ ଅଞ୍ଚଳରେ ବ୍ୟବସାୟ କରୁଥିଲେ। ଏହି ଭଳି ପରିସ୍ଥିତିରେ ପୋଲିସ ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ଅଚାନକ ଉକ୍ତ ଘର ଉପରେ ଚଢ଼ାଉ କରି ସଫଳତା ପାଇଛି।

ପୋଲିସ କେଶ୍ ନଂ ୪୧୦/୨୩ ଓ ଧାରା ୨୧ ବି/ ଏନ୍ ଡି ପି ଏସ୍ ଆଇନ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ଧଳା ଜହର ଜବତ ପୁଅ ଗିରଫ ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026
Latest News

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.