Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗିବା ଅଭିଯୋଗରେ ଦୁଇ ଗିରଫ
ଅପରାଧ

ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗିବା ଅଭିଯୋଗରେ ଦୁଇ ଗିରଫ

November 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରେଳବାଇ ସୁରକ୍ଷା ବଳ (ଆରପିଏଫ) ଆଜି ମେରାମଣ୍ଡଳୀ ଏବଂ ବୁଢାପଙ୍କ ରେଳ ଷ୍ଟେସନ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ଫିଙ୍ଗି ଏକଜୁକୁଟିଭ ଚେୟାର କାର କୋଚର ୱିଣ୍ଡୋପେନକୁ କ୍ଷତି ପହଞ୍ଚାଇବା ସହ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି।

ରାଉରକେଲା ଠାରୁ ପୁରୀକୁ ଯାତ୍ରା କରୁଥିବା ସେମି ହାଇ ସ୍ପିଡ୍ ଟ୍ରେନ୍, ବନ୍ଦେ ଭାରତ ଏକ୍ସପ୍ରେସକୁ ଗତ ରବିବାର ସନ୍ଧ୍ୟାରେ ପଥର ଫିଙ୍ଗି ୱିଣ୍ଡୋ ପେନ୍ ନଷ୍ଟ କରିବା ଅଭିଯୋଗରେ ରେଳବାଇ ସୁରକ୍ଷା ବଳ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗତ ରବିବାର ସନ୍ଧ୍ୟାରେ ବୁଢାପଙ୍କ ଏବଂ ମେରାମଣ୍ଡଳୀ ରେଳ ଷ୍ଟେସନ ମଧ୍ୟରେ ଏହି ଘଟଣା ଘଟିଥିଲା।

ଖୋର୍ଦ୍ଧା ରୋଡରେ ଥିବା ଆରପିଏଫର କ୍ରାଇମ ଇନଭେଷ୍ଟିଗେସନ୍ ଶାଖା (ସିଆଇବି) ଏବଂ ତାଳଚେର ସ୍ଥିତ ରେଳବାଇ ସୁରକ୍ଷା ବଳ ଥାନାର ମିଳିତ ଭାବରେ ଆମ୍ବୁସ୍ ଚେକ୍ କରିଥିଲା।  ଗତକାଲି ସନ୍ଧ୍ୟା ସମୟରେ ଆମ୍ବୁସ୍ ୱାଚ୍ ସମୟରେ ସେମାନେ ଦୁଇଜଣ ସନ୍ଦିଗ୍ଧଙ୍କୁ ଘଟଣାସ୍ଥଳରୁ ଅଟକ ରଖିଥିଲେ।

ରେଳ ଟ୍ରାକ୍ ପାର୍ଶ୍ୱରେ ଏଭଳି ବିଚ୍ଛିନ୍ନ ସ୍ଥାନକୁ ଆସିବାର ଉଦ୍ଦେଶ୍ୟ ବିଷୟରେ ସେମାନଙ୍କୁ ପଚରାଯିବା ଦ୍ୱାରା ସେମାନେ ରବିବାର ଦିନ ସେହି ସ୍ଥାନକୁ ଆସି ମଦ୍ୟପାନ କରିବା ପରେ ମଜା ଏବଂ ଆନନ୍ଦ ପାଇଁ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ଫିଙ୍ଗିଥିଲେ ବୋଲି ନିଜ ଦୋଷ ସ୍ୱୀକାର କରିଛନ୍ତି।

ରେଳବାଇ ଅଧିନିୟମ ଧାରା 153, 145 (C) ଏବଂ 147 ରେ ଉଭୟଙ୍କୁ ଗିରଫ କରାଯାଇଥିଲା। ଉଭୟଙ୍କୁ ଆଜି (28.11.2023 ରେ) ଢେଙ୍କାନାଳ ସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ କୋର୍ଟ ରେ ପଠାଯାଇଅଛି।

Share. Facebook Twitter LinkedIn Email WhatsApp Copy Link

Related Posts

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025
Latest News

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.