Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଶ୍ଵଶୁର ଘରେ ବେକରେ ଦଉଡ଼ି ଲଗାଇ ଜ୍ଵାଇଁ ପୁଅର ଆତ୍ମହତ୍ୟା
ଅପରାଧ

ଶ୍ଵଶୁର ଘରେ ବେକରେ ଦଉଡ଼ି ଲଗାଇ ଜ୍ଵାଇଁ ପୁଅର ଆତ୍ମହତ୍ୟା

December 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଖାରିଆ ଗ୍ରାମରେ ମଣ୍ଟୁ ନାୟକ ନାମକ ଜଣେ ଯୁବକ ନିଜ ଶ୍ଵଶୁର ଘରେ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ମଣ୍ଟୁର ଘର ନିକଟସ୍ଥ ବୋଲସର ଗ୍ରାମ ହୋଇଥିବା ବେଳେ ସେ ଶ୍ଵଶୁର ଘରେ ରହୁଥିଲା। କିନ୍ତୁ କୌଣସି କାରଣରୁ ସେ ବେକରେ ଦଉଡ଼ି ଦେଇ ଝୁଲୁଥିବା ଦେଖି ଶ୍ଵଶୁର ପ୍ରାଣବନ୍ଧୁ ପ୍ରଧାନ କୋଟିନଡା ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ପାଇ ମଣ୍ଟୁକୁ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ପାଇଁ ଆସ୍କା ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟ ପକ୍ଷରେ ମଣ୍ଟୁର ବାପା ଶ୍ଵଶୁର ଘର ଲୋକେ ତାଙ୍କ ପୁଅକୁ ହତ୍ୟା କରିଛନ୍ତି ବୋଲି ଅଭିଯୋଗ କରିଛନ୍ତି।

ଆତ୍ମହତ୍ୟା କୋଟିନଡା ଥାନା ଗଞ୍ଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପ୍ରକ୍ରିୟା ଜାରି

September 1, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ଓଡ଼ିଆ ସଂସ୍କୃତି ଓ ପରମ୍ପରାରେ ବିଭୋର ହେଲେ ଜାପାନୀ ମହିଳା

September 1, 2026

ଶ୍ରାବଣ ପରେ ଖାଉଟିଙ୍କୁ ଶୋଷଣ: ଓଡ଼ିଶାରେ କୁକୁଡ଼ା ଦର ବଢ଼ାଇଲେ କମ୍ପାନୀ

September 1, 2026
Latest News

ପଦତ୍ୟାଗ କଲେ ଆମେରିକୀୟ ସେନା ସଚିବ ଡାନ ଡ୍ରିସକୋଲ

September 1, 2026

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ୧୧ ମୃତ, ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା ଘୋଷଣା

September 1, 2026

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପ୍ରକ୍ରିୟା ଜାରି

September 1, 2026

ଅପରିହାର୍ଯ୍ୟ ନହେଲେ ସୁନା କିଣନ୍ତୁ ନାହିଁ, ବିଦେଶ ଭ୍ରମଣରୁ ଦୂରେଇ ରୁହନ୍ତୁ: ପ୍ରଧାନମନ୍ତ୍ରୀ

September 1, 2026

ଇଣ୍ଡିଗୋ ବିମାନର ଯାନ୍ତ୍ରିକ ତ୍ରୁଟି: ଗୋଆରେ ହେଲା ଜରୁରୀକାଳୀନ ଅବତରଣ

September 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.