Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିକେନ ଦୋକାନୀକୁ ଆକ୍ରମଣ ଅଭିଯୋଗରେ ଦୁଇ ଗିରଫ
ଅପରାଧ

ଚିକେନ ଦୋକାନୀକୁ ଆକ୍ରମଣ ଅଭିଯୋଗରେ ଦୁଇ ଗିରଫ

December 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଦର ଥାନା
ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସଦର ଥାନା ଅନ୍ତର୍ଗତ ବାଲିପଡା ଛକରେ ଚିକେନ ଦୋକାନ କରିଥିବା କାଳିଆ ଗୌଡ଼କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୁକ୍ତ ସୁର୍ଯ୍ୟ ନାରାୟଣ ସାହୁ ଓ ସୌମ୍ୟରଞ୍ଜନ ସାମନ୍ତରାୟ ନାମକ ଦୁଇ ଯୁବକଙ୍କୁ ଗିରଫ କରି ସଦର ଥାନା ପୋଲିସ କୋର୍ଟ ଚାଲାଣ କରିଛି।

ସୁଚନା ଥାଉକି ଅଭିଯୁକ୍ତ ସୁର୍ଯ୍ୟ ନାରାୟଣ ଜଣେ କୁକୁଡ଼ା ଫାର୍ମ ମାଲିକ ଓ ଆହତ କାଳିଆ ଗୌଡ଼ ତା ପାଖରେ ଅଟୋ ଚାଳକ ଭାବେ କାମ କରୁଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କାଳିଆ ଅଟୋ ଚାଳକ କାମ ଛାଡି ନିଜ ଗାଁ ରେ ଗୋଟେ ଚିକେନ ଦୋକାନ ଖୋଲିଥିଲ। ସେହି ସମୟରୁ କାଳିଆ ସହ ସୁର୍ଯ୍ୟ ନାରାୟଣର ଶତ୍ରୁତା ଆରମ୍ଭ ହୋଇଥିଲା।

ଗତ ମଙ୍ଗଳବାର ଦିନ କାଳିଆକୁ ବିଭିନ୍ନ ବାହାନା ଦେଖାଇ ସୁର୍ଯ୍ୟ କୁକୁଡ଼ା ଫାର୍ମକୁ ଡାକି ଅତର୍କିତ ଭାବେ ସେ ଓ ସାଙ୍ଗ ସୌମ୍ୟରଞ୍ଜନ କାତିରେ ଆକ୍ରମଣ କରିଥିଲେ।

ଗୁରୁତର ଅବସ୍ଥାରେ କାଳିଆ ସେଠାରୁ ଘରକୁ ଯାଇ ପରିବାର ଲୋକଙ୍କ ସହଯୋଗରେ ଡାକ୍ତରଖାନାରେ ଚିକିତ୍ସିତ ହୋଇ ସଦର ଥାନାରେ ଅଭିଯୋଗ କରିଥିଲା ଓ ଅଭିଯୋଗକୁ ଭିତ୍ତି କରି ପୋଲିସ ୫୮୪/୨୩ ଅନୁଯାୟୀ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଉକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଆକ୍ରମଣ ଅଭିଯୋଗ ଦୁଇ ଗିରଫ ବ୍ରହ୍ମପୁର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026
Latest News

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.