Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୀମପୁର ଗାଁରେ ହତ୍ୟାକାଣ୍ଡ ମାମଲା: ସମଲିଙ୍ଗୀ ସମ୍ପର୍କକୁ ନେଇ ମର୍ଡର ହୋଇଥିବା କହିଲା ଜଙ୍କିଆ ପୋଲିସ
ଅପରାଧ

ଭୀମପୁର ଗାଁରେ ହତ୍ୟାକାଣ୍ଡ ମାମଲା: ସମଲିଙ୍ଗୀ ସମ୍ପର୍କକୁ ନେଇ ମର୍ଡର ହୋଇଥିବା କହିଲା ଜଙ୍କିଆ ପୋଲିସ

January 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଶଗଡଭଙ୍ଗା ଭୀମପୁର ଗାଁରେ ହତ୍ୟାକାଣ୍ଡ। ସମଲିଙ୍ଗୀ ସମ୍ପର୍କକୁ ନେଇ ମର୍ଡର ହୋଇଥିବା ଖୋର୍ଦ୍ଧା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ। ମୃତ ଯୁବକଙ୍କ ନାମ ରଶ୍ମିରଞ୍ଜନ ବଳିୟାରସିଂହ।

ଘଟଣାରୁ ପ୍ରକାଶ ଯେ, ଶଗଡଭଙ୍ଗା ଗାଁର ରଶ୍ମିରଞ୍ଜନ ବଳିୟାରସିଂହ ନାମକ ଜଣେ ଯୁବକ ଏକ ରାମ ନାଟକ ଯାତ୍ରାରେ ରୋଲ କରିବା ପାଇଁ ଚନ୍ଦନପୁର ଅଞ୍ଚଳର ସୋମନାଥ ଲାଠି ନାମକ ଜଣେ ତୃତିୟ ଲିଙ୍ଗୀକୁ ଆଣି ନିଜ ଘରେ ରଖିବା ସହିତ ତା ସହିତ ଦୈହିକ ସଂମ୍ପର୍କ ରଖିଥିଲେ। କିନ୍ତୁ ସୋମନାଥ ସହିତ ରଶ୍ମିରଞ୍ଜନଙ୍କ ପ୍ରେମ ବିଚ୍ଛେଦ ହେବାରୁ ଜାନୁଆରୀ ୨ ତାରିଖ ଦିନ ପରିବାର ଲୋକ ଘରେ ନ ଥିବା ସୁଯୋଗ ପାଇ ରଶ୍ମିରଞ୍ଜନଙ୍କୁ ସୋମନାଥ ଲାଠି ଲୁହା ରଡରେ ଆକ୍ରମଣ କରିଥିଲା। ଯାହାଫଳ ରଶ୍ମିରଞ୍ଜନଙ୍କ ମୃତ୍ୟୁ ଘଟିଥିଲା। ଏହାସହିତ ରଶ୍ମିରଞ୍ଜନଙ୍କ ଘରୁ ଟଙ୍କା ସହିତ କିଛି ସୁନା ଅଳଙ୍କାର ଲୁଟ କରି ସୋମନାଥ ମୋଟର ସାଇକେଲ ନେଇ ଫେରାର ହୋଇଯାଇଥିଲା।

ରଶ୍ମିରଞ୍ଜନଙ୍କ ମାଆ ଏନେଇ ଜଂକିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଜଙ୍କିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ସୋମନାଥକୁ ଧରିବା ପାଇଁ ପୋଲିସ ୩ ଟି ଟିମ ଗଠନ କରି ବିଭିନ୍ନ ଯାଗାରେ ଚଢ଼ାଉ ଜାରି ରଖିଥିଲା। ଶେଷରେ ଅଭିଯୁକ୍ତକୁ ଯାଜପୁରରୁ ଗିରଫ କରାଯାଇଥିଲା।

ସମଲିଙ୍ଗୀ ପ୍ରେମ ସଂମ୍ପର୍କକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଜଙ୍କିଆ ପୋଲିସ ବେଗୁନିଆ ବ୍ଲକ ସମଲିଙ୍ଗୀ ସମ୍ପର୍କ ସାମ୍ବାଦିକ ସମ୍ମିଳନୀ ହତ୍ୟାକାଣ୍ଡ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.