Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦୁଇଟି ହରିଣ ସିଙ୍ଘ ସହ ଦେଶୀ ବନ୍ଧୁକ ଜବତ, ଅଭିଯୁକ୍ତ ଗିରଫ
ଅପରାଧ

ଦୁଇଟି ହରିଣ ସିଙ୍ଘ ସହ ଦେଶୀ ବନ୍ଧୁକ ଜବତ, ଅଭିଯୁକ୍ତ ଗିରଫ

January 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ପୋଲିସକୁ ବଡ଼ ସଫଳତା ମିଳିଛି। ଆଜି କଙ୍କିଆ ଟାମଣା ଜଙ୍ଗଲରେ ଚଢ଼ାଉ କରି ଦୁଇଟି ହରିଣ ସିଙ୍ଘ ସହ ଦୁଇଟି ଦେଶୀ ବନ୍ଧୁକ ଗୋଳନ୍ଥରା ପୋଲିସ ଜବତ କରିଛି। ସଦର ଏସ୍ ଡି ପି ଓ ଶିବଶଙ୍କର ମହାପାତ୍ର ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ଗୋଳନ୍ଥରା ପୋଲିସକୁ ଜଣାଇବା ପରେ ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ଅନ୍ୟ କର୍ମଚାରୀଙ୍କ ସହ ଟାମଣା ଜଙ୍ଗଲରେ ଚଢ଼ାଉ କରିଥିଲେ।

ବନ୍ୟ ଜନ୍ତୁ କାରବାରରେ  ଲିପ୍ତଥିବା ୪ ଜଣ ବ୍ୟକ୍ତି ଯଥା ପୁର୍ଣ୍ଣ ଗୌଡ଼, ବୃନ୍ଦାବନ ମଲିକ, ସନ୍ତୋଷ ପ୍ରଧାନ ଓ ଭାଲିଆ ପ୍ରଧାନକୁ ଘଟଣାସ୍ଥଳରୁ କାବୁ କରି ଜେରା କରିଥିଲେ। ତାପରେ ପୋଲିସ ଉକ୍ତ ସ୍ଥାନରୁ ଦୁଇଟି ହାତ ତିଆରି ବନ୍ଧୁକ, ଦୁଇଟି ହରିଣ ଶିଙ୍ଗ ଓ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସମେତ ଦୁଇ ଶହରୁ ଉର୍ଦ୍ଧ୍ବ ଗୁଳି ଜବତ କରିଛନ୍ତି। ଅଟକ ଅଭିଯୁକ୍ତ ମାନଙ୍କୁ ବେଆଇନ ବିସ୍ଫୋରକ ସାମଗ୍ରୀ ଓ ମାରଣାସ୍ତ୍ର କାରବାର କରୁଥିବା ଦଫାରେ ଗିରଫ କରିଛନ୍ତି।

ଗୋଳନ୍ଥରା ବ୍ରହ୍ମପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.