Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସ୍ବାମୀରର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ
ଅପରାଧ

ସ୍ବାମୀରର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ

March 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ପାଣିମୋରା ଗ୍ରାମରେ ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ୍ୟୁବରଣ କରିଥିବା ଖବର ପୋଲିସ୍ ସୂତ୍ରରୁ ଜଣାପଡିଛି।

ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, କିସିଣ୍ଡା ଥାନା ପାଣିମୋରା ଗ୍ରାମର ଲଳିତ ମାଟିଆରୀକୁ ତାଙ୍କ ସ୍ବାମୀ ବିଜୟ ମାଟିଆରୀ ଏକ ଠେଙ୍ଗାରେ ଆକ୍ରମଣ କରିବା ଫଳରେ ଘଟଣା ସ୍ଥଳରେ ହିଁ ମହିଳା ଜଣଙ୍କର ମୃତ୍ୟୁବରଣ କରିଥିବା ପୋଲିସ୍ ପ୍ରକାଶ କରିଛି। ଏ ସଂପର୍କରେ ମୃତ ମହିଳାଙ୍କର ବାପାଙ୍କୁ ବଡ ଝିଅ ଫୋନ୍ କରି ଜଣାଇ ଥିଲେ। ମହିଳାଙ୍କ ବାପା ଚାରମାଳ ଥାନା ଡଙ୍ଗାପଥର ଗ୍ରାମର ପବିତ୍ର ଘିବେଲା କିସିଣ୍ଡା ଥାନାକୁ ଆସି ଲିଖିତ ଅଭିଯୋଗ କରିଛନ୍ତି।

କିସିଣ୍ଡା ଥାନା କେସ୍ ନଂ ୨୨/୨୪ ୟୁ / ଏସ୍ _ ୩୦୨ ଆଇପିସି ୨୭/ ୦୩/ ୨୪ ରେ ମାମଲା ରୁଜୁ ହୋଇଥିବା ପୋଲିସ୍ କହିଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ୍ ଅଟକ ରଖିଛି। କଣ ପାଇଁ ସେ ଠେଙ୍ଗାରେ ପିଟି ହତ୍ୟା କରିଛି ତାହା ଜଣା ପଡିନାହିଁ। ନାକଟିଦେଉଳ ତହସିଲଦାର୍ ଅମର ଡୁଙ୍ଗ ଡୁଙ୍ଗ ମାଜିଷ୍ଟ୍ରଟ୍ ଦାୟିତ୍ବରେ ଘଟଣା ସ୍ଥଳକୁ ପହଂଚି ତହସିଲଦାର୍ ଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇଥିଲା।

କିସିଣ୍ଡା ଥାନା ସ୍ବାମୀ ଅଟକ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026
Latest News

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.