Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚାନ୍ଦପୁରରେ ଏକ ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ, ଜଣେ ଗିରଫ
ଅପରାଧ

ଚାନ୍ଦପୁରରେ ଏକ ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ, ଜଣେ ଗିରଫ

May 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାନ୍ଦପୁରରେ ଏକ ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ, ଜଣେ ଗିରଫ

ଚାନ୍ଦପୁର: ଆଊ ଦିନ କେଇଟା ପରେ ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ। ନିର୍ବାଚନ କୁ ଶାନ୍ତି ଶୃଙ୍ଖଳା ର ସହ ଅନୁଷ୍ଠିତ କରିବା ପାଇଁ ନୟାଗଡ଼ ଜିଲ୍ଲା ଚାନ୍ଦପୁର ପୋଲିସ ଅଣ୍ଟା ଭିଡିଛି। ଏଥିପାଇଁ ଚାନ୍ଦପୁର ପୋଲିସ ପକ୍ଷରୁ କେରଣ୍ଡା ଟାଙ୍ଗୀ ଛକ ରେ ଯାନ ବାହନ ତନଖି କରାଯାଉଥିଲା ବେଳେ ଯାତ୍ରୀ ଵାହୀ ଅଟୋ ରିକ୍ସା ରୁ 5 କେଜି ଗଞ୍ଜେଇ ଜବତ କରିଛି ଚାନ୍ଦପୁର ପୋଲିସ।

ଏହି ଗଞ୍ଜେଇ କାରବାର ଅଭିଯୋଗ ରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ର ନାମ ରମେଶ ବେହେରା ଏବଂ ତାଙ୍କର ବୟସ 35 ବର୍ଷ। ତାଙ୍କ ଘର ନୟାଗଡ଼ ଜିଲ୍ଲା ଖଣ୍ଡପଡା ଗ୍ରାମରେ ବୋଲି ଜଣା ପଡିଛି। ଅଭିଯୁକ୍ତ ଜଣକ ନୟାଗଡ଼ ରୁ ଚାନ୍ଦପୁରକୁ ଗଞ୍ଜେଇ ଚୋରା ଚାଲାଣ କରୁଥିଲା। ଜବତ ଗଞ୍ଜେଇ ର ମୂଲ୍ୟ 25 ହଜାର ଟଙ୍କା ହେବ ବୋଲି ଜଣା ପଡିଛି। ଗଞ୍ଜେଇ ସହ ଅଟୋ ରିକ୍ସା କୁ ଜବତ କରି ତଦନ୍ତ କରୁଛି ପୋଲିସ।

ଚାନ୍ଦପୁର ଚାନ୍ଦପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026
Latest News

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.