Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ସରପଞ୍ଚଙ୍କ ସ୍ବାମୀ ଗିରଫ
ଅପରାଧ

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ସରପଞ୍ଚଙ୍କ ସ୍ବାମୀ ଗିରଫ

May 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାସ୍ତା କଡ଼କୁ ଖସି ମୋଟରସାଇକେଲ ଆରୋହୀ ମୃତ
ରାସ୍ତା କଡ଼କୁ ଖସି ମୋଟରସାଇକେଲ ଆରୋହୀ ମୃତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୁରୁଷୋତ୍ତମ ପୁର ଥାନା ଅନ୍ତର୍ଗତ ଷୋଳଘର ସରପଞ୍ଚଙ୍କ ସ୍ବାମୀ ଟିଟୁ ଦାସ ଗିରଫ ହୋଇ ଜେଲ ଯାଇଛନ୍ତି।

ଘଟଣାରୁ ଜଣାପଡିଛି ଯେ, ଅଭିଯୁକ୍ତ ଟିଟୁ ଏକ ୧୪ ବର୍ଷିୟା ନାବାଳିକାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଥିଲା। ଅଭିଯୋଗ ଅନୁଯାୟୀ, ନାବାଳିକା ଜଣକ ଗର୍ଭବତୀ ହେବାର ଜଣାପଡିବା ପରେ ତାକୁ ଧମକ ଚମକ ଦେଇ ଗର୍ଭପାତ କରିଥିଲା। ପରବର୍ତ୍ତୀ ସମୟରେ ଗ୍ରାମର କିଛି ସମାଜସେବୀ ନାବାଳିକାକୁ ପଚାରିବା ପରେ ଟିଟୁ ଦାସ ତାକୁ ଦୁଷ୍କର୍ମ କରିବାରୁ ଏହି ଭଳି ପରିସ୍ଥିତି ହୋଇଛି ବୋଲି କହିଥିଲା। ପରେ ଗ୍ରାମବାସୀମାନେ ମିଳିତ ହୋଇ ଗ୍ରାମର ବିଭିନ୍ନ ସଂଗଠନ ପକ୍ଷରୁ ବାରମ୍ବାର ବୈଠକ ବସି କୌଣସି ସଫଳତା ନମିଳିବାରୁ ପୁରୁଷୋତ୍ତମ ପୁର ଥାନାରେ ଅଭିଯୋଗ ହୋଇଥିଲା।

ଅଭିଯୋଗ ଗ୍ରହଣ କରି ପୋଲିସ ମାମଲା ନଂ ୩୫୦/୨୪ ଅନୁଯାୟୀ ଏକ ମକଦ୍ଦମା ରୁଜୁ କରି ଟିଟୁ ଦାସ ବିରୋଧରେ ବିଭିନ୍ନ ମକଦ୍ଦମାରେ ଗିରଫ କରି କୋର୍ଟ ଚାଲାଣ କରିଛି।

Ganjam minor girl rape case
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.