Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର ତହସିଲର ଦୁଇ କର୍ମଚାରୀଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ଭିଜିଲାନସ କୋର୍ଟ
ଅପରାଧ

ବାଣପୁର ତହସିଲର ଦୁଇ କର୍ମଚାରୀଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ଭିଜିଲାନସ କୋର୍ଟ

May 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ତହସିଲର ଦୁଇ କର୍ମଚାରୀଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ଭିଜିଲାନସ କୋର୍ଟ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲର ଦୁଇ କର୍ମଚାରୀଙ୍କ ବିରୋଧରେ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ। ଉଭୟଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ସହିତ 20 ହଜାର ଟଙ୍କା ଜରିମାନା। ଯଦି ଜରିମାନା ନ ଦିଅନ୍ତି ତେବେ ସେମାନଙ୍କୁ ଆଉ ଚାରିମାସ ଜେଲ ଦଣ୍ଡାଦେଶ କରାଯିବ ବୋଲି କୋର୍ଟ ରାୟରେ କହିଛନ୍ତି।

ସେମାନେ ହେଲେ ବାଣପୁର ତହସିଲର ଅବସରପ୍ରାପ୍ତ ବରିଷ୍ଠ କ୍ଲର୍କ ବୈକୁଣ୍ଠନାଥ ମହାନ୍ତି ଏବଂ ପ୍ରତାପ ଆରଆଇ ଡିଭିଜନର ଅବସରପ୍ରାପ୍ତ ଆରଆଇ ରବିନ୍ଦ୍ରନାଥ ବାରିକ। ଉଭୟ ସଲାସୁତରା ହୋଇ ଜଣେ ବ୍ୟକ୍ତିଙ୍କୁ ସରିୟାତ ଲିଜ ବା ପଥର ଖଣି ଲିଜ ଦେବା ପାଇଁ ଲାଞ୍ଚ ନେଉଥିଲେ। ସେତେବେଳେ ଭିଜିଲାନସ ଦ୍ବାରା ଧରପଡିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଆଜି ସେ ନେଇ ଭିଜିଲାନ୍ସ କୋର୍ଟରେ ଚାର୍ଯ୍ୟସିଟ ଦାଖଲ କରିବା ପରେ ସ୍ବତନ୍ତ୍ର ଭିଜିନାଲସ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି।

Odisha Vigilance VIGILANCE ବାଣପୁର ତହସିଲ ଭିଜିଲାନ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.