Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଟୁ ଦୋକାନରେ ପଶି ସଂଘବଦ୍ଧ ଆକ୍ରମଣ: ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ
ଅପରାଧ

ଟାଟୁ ଦୋକାନରେ ପଶି ସଂଘବଦ୍ଧ ଆକ୍ରମଣ: ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ

May 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଟାଟୁ ଦୋକାନରେ ପଶି ହଠାତ୍ କିଛି ଯୁବକ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଯାହାଫଳରେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଗୋଷାଣୀ ନୁଆଁ ଗାଁ ଥାନା ଅନ୍ତର୍ଗତ ନୀଳକଣ୍ଠ ନଗର ହାଉସିଂବୋର୍ଡ ସ୍ଥିତ ଏକ ଟାଟୁ ଦୋକାନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ନାମ ଟୁନା ଦାସ ଏବଂ ତାଙ୍କ ଘର ଟାଉନ ଥାନା ଅନ୍ତର୍ଗତ ଖଲାସୀ ସାହିରେ ବୋଲି ଜଣାପଡିଛି।

ଆକ୍ରମଣକାରୀ ଯୁବକମାନେ ଦୋକାନ ଭିତରେ ଭଙ୍ଗାରୁଜା କରିବା ସହ ଟୁନାଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ସୋଇଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟୁନାଙ୍କୁ ଉଦ୍ଧାର କରି ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୁଚନା ଅନୁଯାୟୀ ମୃତ୍ୟୁ ବରଣ କରିଥିବା ଟୁନା ଜଣେ ପୁରୁଣା ଅପରାଧୀ ଓ ତାଙ୍କ ନାଁ ରେ ଆଗରୁ କିଛି ଅପରାଧ ମାମଲା ରହିଛି।

ଗୋଷାଣୀ ନୁଆ ଗାଁ ଘଟଣାସ୍ଥଳରେ ମୃତ୍ୟୁ ଟାଟୁ ଦୋକାନ ସଂଘବଦ୍ଧ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026
Latest News

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.