Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକାକୁ ଦୁଷ୍କର୍ମ, ୨୪ ଘଣ୍ଟା ମଧ୍ୟରେ ବନ୍ଧା ହେଲେ ଅଭିଯୁକ୍ତ
ଅପରାଧ

ନାବାଳିକାକୁ ଦୁଷ୍କର୍ମ, ୨୪ ଘଣ୍ଟା ମଧ୍ୟରେ ବନ୍ଧା ହେଲେ ଅଭିଯୁକ୍ତ

June 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଞ୍ଚଳରେ ଏକ ଅଭନୀୟ ଘଟଣା ଘଟିଛି। ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ବନ୍ଧା ହେଲେ ରସିକିଆ ଯୁବକ। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସୁଚନାନୁସାରେ ଦର୍ପନାରାୟଣପୁର ଫାଣ୍ଡି ଅନ୍ତର୍ଗତ ଗୋଡ଼ିମଡ଼ା ଗାଁରେ ଘଟିଛି ଏଭଳି ଅଘଟଣ। ୯ ତାରିଖ ସନ୍ଧ୍ୟା ୭ଟା ସମୟରେ ଗୋଡ଼ିମଡ଼ା ଗ୍ରାମର ଭଗବାନ ନାୟକଙ୍କ ପୁଅ ରବିନ୍ଦ୍ର ନାୟକ ଉକ୍ତ ଗ୍ରାମରେ ହାଡ଼ ଭଙ୍ଗା ପାଇଁ ଦେଶି ଚିକିତ୍ସା କରୁଥିବା ଜୈନିକ ବ୍ୟକ୍ତିଙ୍କ ଘରକୁ ରବିନ୍ଦ୍ର ଚିକିତ୍ସା ବାହାନାରେ ଯାଇଥିଲେ। ତାଙ୍କ ଘରେ ଥିବା ନାବାଳିକା ଝିଅକୁ ଦୁଷ୍କର୍ମ କରିଥିଲେ। ଏହି ଘଟଣାକୁ ନେଇ ଝିଅର ମାଆ ଥାନାର ଦ୍ୱାରସ୍ଥ ହୋଇଥିଲେ।

ରଣପୁର ଥାନାରେ କେସ ନଂ-୨୧୪ ରେ ଏକ ମାମଲା ରୁଜୁ କରାଯାଇଥିଲା। ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଉକ୍ତ ଘଟଣାର ତଦାରଖ କରିଥିଲେ। ଏଥି ନିମନ୍ତେ ଦୁଇ ଗୋଟି ଟିମ ଗଠନ କରାଯାଇଥିଲା। ଆଇୟୁସିଏଡବ୍ଲ୍ୟୁ ଡିଏସପି ହେମନ୍ତ ରାଓ ଉକ୍ତ ଘଟଣାର ତଦନ୍ତ କରିଥିଲେ  ପୁଲିସର ତର୍ଜମା ଓ ଡାକ୍ତରୀ ମାଇନା ରିପୋର୍ଟକୁ ଆଧାର କରି ପୁଲିସ ରବିନ୍ଦ୍ର ନାୟକଙ୍କୁ ଗିରଫ କରିଛି। ଅଭିଯୁକ୍ତକୁ କୋର୍ଟ ଫରୱାର୍ଡ କରାଯାଇଛି। ୧୫ ଦିନ ମଧ୍ୟରେ ଚାର୍ଜସିଟ ପ୍ରଦାନ କରାଯିବ ବୋଲି ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି।

ନାବାଳିକାକୁ ଦୁଷ୍କର୍ମ ବନ୍ଧା ହେଲେ ଅଭିଯୁକ୍ତ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

July 23, 2025
Latest News

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

July 23, 2025

ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.