Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଛାତ୍ରର ଆକ୍ରମଣରେ ଅନ୍ୟ ଜଣେ ଛାତ୍ର ଗୁରୁତର, ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି
ଅପରାଧ

ଛାତ୍ରର ଆକ୍ରମଣରେ ଅନ୍ୟ ଜଣେ ଛାତ୍ର ଗୁରୁତର, ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

June 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ରଘୁନାଥ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରର ଆକ୍ରମଣରେ ଅନ୍ୟ ଜଣେ ଛାତ୍ର ଗୁରୁତର ଆହତ ହୋଇଥିବା ଖବର ହସ୍ତଗତ ହୋଇଛି। ଗୁରୁତର ଛାତ୍ରଙ୍କୁ ପ୍ରଥମେ ଶେରଗଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାକୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଘଟଣାରୁ ଜଣାପଡିଛି ଯେ, ଆହତ ଛାତ୍ର ଓ ଆକ୍ରମଣକାରୀ ଛାତ୍ର ଉଭୟେ ନବମ ଶ୍ରେଣୀରେ ପାଠ ପଢନ୍ତି। କିଛି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି କଥା ଏତେ ଉଗ୍ର ରୂପ ନେଇଥିଲା ଯେ, ଜଣେ ଛାତ୍ର ଛୁରୀ ସାହାଯ୍ୟରେ ଅନ୍ୟ ଛାତ୍ରକୁ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ ମାରିବା ବେଳେ ଉପସ୍ଥିତ ଅନ୍ୟ ମାନେ ତାକୁ ଅଟକ ରଖି ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026
Latest News

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.