Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜମି ବିବାଦକୁ ନେଇ ମାରଣାନ୍ତକ ଆକ୍ରମଣ, ତିନି ଗୁରୁତର
ଅପରାଧ

ଜମି ବିବାଦକୁ ନେଇ ମାରଣାନ୍ତକ ଆକ୍ରମଣ, ତିନି ଗୁରୁତର

June 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଅନ୍ତର୍ଗତ କେପିଟି ଗ୍ରାମରେ ଜମି ବିବାଦକୁ ନେଇ ପୁର୍ବରୁ ଶିବ ଡାକୁଆ ଓ ବନ ଡାକୁଆ ପରିବାର ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। ଆଜି ହଠାତ୍ ଶିବ ଡାକୁଆ, ସାଗର ଡାକୁଆ, ଧୋବଣୀ ଡାକୁଆ ଓ ଟୁନା ପ୍ରଧାନ ପ୍ରମୁଖ ଏକ ଅଟୋ ଯୋଗେ ବନ ଡାକୁଆର ସେଲୁନ୍ ଦୋକାନରେ ପହଞ୍ଚି ପ୍ରଥମେ ବନକୁ କାତି ଖଣ୍ଡା ଓ ଠେଙ୍ଗାରେ ପିଟି ତଳେ ପକାଇଦେଇଥିଲେ। ଏତିକି ବେଳେ ବନର ଚିତ୍କାର ଶୁଣି ସ୍ତ୍ରୀ କସ୍ତୁରୀ ଓ ପୁଅ ସୁଦାମ ଘଟଣାସ୍ଥଳରେ ପହଞ୍ଚିବାରୁ ସେମାନଙ୍କୁ ମଧ୍ୟ ଅଭିଯୁକ୍ତ ମାନେ ଆକ୍ରମଣ କରି ଥିଲେ।

ଯାହା ଫଳରେ ଆକ୍ରମଣର ଶୀକାର ତିନି ଜଣ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ବନକୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ଅଭିଯୋଗ ପାଇ ତାରାସିଂ ଥାନା ଅଧିକାରୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଜମି ବିବାଦ ତିନି ଗୁରୁତର ମାରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.