Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଡ଼କାୟତ ଯୋଜନା ପଣ୍ଡ, ୫ ପୁରୁଣା ଅପରାଧୀ ଗିରଫ ଓ କାର୍ ଜବତ
ଅପରାଧ

ଡ଼କାୟତ ଯୋଜନା ପଣ୍ଡ, ୫ ପୁରୁଣା ଅପରାଧୀ ଗିରଫ ଓ କାର୍ ଜବତ

July 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୁରୁଣା ଦୁର୍ଦ୍ଦାନ୍ତ ଅପରାଧ ମାମଲାରେ ଲିପ୍ତ ୫ ଜଣ ଅପରାଧୀ ଏକକାଳୀନ ଏକ ନିର୍ଜନ ସ୍ଥାନରେ ବସି ଡକାୟତି ଯୋଜନା ଚଳାଇଥିବା ବେଳେ କୋଦଳା ଥାନା ପୋଲିସ୍ ସଦଳବଳେ ଚଢାଉ କରିଥିଲା। ସମସ୍ତ ଅପରାଧୀ ଯଥା ରାକେଶ ପ୍ରଧାନ, ନାରାୟଣ ପାଢ଼ୀ, ଦୀପକ ପାଢ଼ୀ, ଭୋଳାନାଥ ପାଣ୍ଡି ଓ ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ ଖଣ୍ଡିଆନଇ ଗ୍ରାମର ଶିବ ନାଇକକୁ ପୋଲିସ କାବୁ କରି ନେଇଥିଲା ଓ ଘଟଣାସ୍ଥଳରୁ ଗୋଟିଏ କାର୍ ୫ ଟି ମୋବାଇଲ ଫୋନ, କିଛି ମଦ ବୋତଲ, ଲୁହା ଛଡ଼ ଓ ଠେଙ୍ଗା ଜବତ କରିଥିଲା।

ପରେ ସେମାନଙ୍କୁ ଥାନାରେ ଆଣି ଜେରା କରିବା ବେଳେ ସେମାନେ ସବୁ ପୁରୁଣା ଅପରାଧୀ ଓ କୌଣସି ସ୍ଥାନରେ ଡକାୟତି ଉଦ୍ୟମ ଚଳାଇଥିବା ଜଣାପଡିବା ପରେ ପୋଲିସ ସେମାନଙ୍କୁ ମାମଲା ନଂ ୨୭୮/୨୦୨୪ ଅନୁଯାୟୀ ମକଦ୍ଦମା ରୁଜୁ କରି ସମସ୍ତଙ୍କୁ କୋର୍ଟ ଚାଲାଣ କରିଛି।

ଡକାୟତ ଯୋଜନା ପଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.