Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଋଣ ଭାରରେ ଅସହ୍ୟ ହୋଇ ଆତ୍ମହତ୍ୟା କଲେ ଯୁବ ବ୍ୟବସାୟୀ: ପୋଲିସ ଜବତ କଲା ହାତଲେଖା ଚିଠି
ଅପରାଧ

ଋଣ ଭାରରେ ଅସହ୍ୟ ହୋଇ ଆତ୍ମହତ୍ୟା କଲେ ଯୁବ ବ୍ୟବସାୟୀ: ପୋଲିସ ଜବତ କଲା ହାତଲେଖା ଚିଠି

August 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଋଣ ଭାରରେ ଅସହ୍ୟ ହୋଇ ଆଉ ଜଣେ ଯୁବ ବ୍ୟବସାୟୀ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଯୁବ ବ୍ୟବସାୟୀଜନକ ଆତ୍ମହତ୍ୟାର କାରଣ ଉଲ୍ଲେଖ କରିଛନ୍ତି। ପୋଲିସ ତାଙ୍କର ଆତ୍ମହତ୍ୟା ନୋଟ ଜବତ କରିଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ କୁଠାରୀ ମନ୍ଦିର ସାହିର ମନୋଜ କୁମାର ପାତ୍ର ନାମକ ଜଣେ ଯୁବକ ନିଜର ପାଣି ବଟଲିଂ କାରଖାନାରେ ବେକରେ ଦଉଡ଼ି ଗୁଡାଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇ ପୋଲିସ ଓ ପରିବାର ଲୋକେ ସିଲିଂ ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି। ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ପୋଲିସ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଋଣ ସୁଝି ନପାରି ଆତ୍ମହତ୍ୟା କରିଥିବା ମୃତ ଯୁବକଙ୍କ ଏକ ହାତଲେଖା ଚିଠି ପୋଲିସ ଘଟଣାସ୍ଥଳରୁ ଉଦ୍ଧାର କରିଛି ଓ ଭାବବିହ୍ୱଳ ଭାଷାରେ ତାଙ୍କର ମୃତ୍ୟୁ ପାଇଁ ସେ ନିଜେ ଦାୟୀ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି।

ଋଣ ପରିଶୋଧ ନକରି ଏହିଭଳି ପଦକ୍ଷେପ ନେବାପାଇଁ ବାଧ୍ୟ ହେଲି ବୋଲି ଲେଖିବା ସହ ଏହି ଘଟଣାରେ ପରିବାର ଲୋକେ ଦାୟୀ ନୁହନ୍ତି ବୋଲି ସେ କହିଛନ୍ତି। ମୋ ପରେ ମୋର ପରିବାର ଲୋକଙ୍କୁ ପ୍ରଶାସନ ସୁରକ୍ଷା ଦେବା ପାଇଁ ସେ ଅନୁରୋଧ କରିଛନ୍ତି।

ଋଣ ଭାର ବଡ଼ବଜାର ଥାନା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026
Latest News

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.