Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଯୁବତୀକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା: ଅଭିଯୁକ୍ତକୁ ଘଟଣା ସ୍ଥଳରେ ଛାନବିନ କରୁଛି ପୋଲିସ
ଅପରାଧ

ଯୁବତୀକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା: ଅଭିଯୁକ୍ତକୁ ଘଟଣା ସ୍ଥଳରେ ଛାନବିନ କରୁଛି ପୋଲିସ

September 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା, ସାହେବି ଗାଁର ଯୁବତୀକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଶିଶିର ବେହେରା (ହରି )କୁ ପୋଲିସ କୋର୍ଟ ଚାଲାଣ କରିଥିବା ବେଳେ କୋର୍ଟ ରୁ ଅନୁମତି ମାଗି ଅଧିକ ତଦନ୍ତ ପାଇଁ ରିମାଣ୍ଡରେ ଆଣି ସିନ୍ ରିକ୍ରିଏଟ କରିଛି। ପୋଲିସ କୋର୍ଟକୁ ୫ ଦିନିଆ ରିମାଣ୍ଡ ପାଇଁ ପ୍ରାର୍ଥନା କରିଥିବା ବେଳେ, କୋର୍ଟ ଅଭିଯୁକ୍ତକୁ ୨ ଦିନିଆ ରିମାଣ୍ଡ ଅବଧି ଦେଇଛି। କଡ଼ା ସୁରକ୍ଷାରେ ଅଭିଯୁକ୍ତକୁ ସାହେଵି ଗାଁର ଘଟଣା ଘଟିଥିବା ସ୍ଥାନକୁ ନେଇ କ୍ରାଇମ୍ ସିନ୍ ତଦନ୍ତ କରିଥିଲା।

ଅଭିଯୁକ୍ତ ଘଟଣା ସ୍ଥଳରୁ ମୃତକାଙ୍କ କଳା ରଙ୍ଗର ସାୟା ଜବତ କରିବା ସହ ମାରିଥିବା ନାଳରେ ଏବଂ ଶବକୁ ଫିଙ୍ଗିଥିବା ଜଙ୍ଗଲକୁ ନେଇ ଅଧିକ ତଦନ୍ତ କରିଥିଲା। ଘଟଣା ସ୍ଥଳରେ ଆଡିସିନାଲ ଏସପି ଏଲବିନୁଷ କେରକେତା, ଏସଡିପିଓ ପ୍ରଶାନ୍ତ କୁମାର ମେହେର, ଵିଡିଓ ଧନେଇ ଚରଣ ଟୁଡୁ, ମାଜିଷ୍ଟ୍ରେଟ ଦାଇତ୍ୱରେ ଥିବା ତହସିଲଦାର ଅମର ଜେ ଡୁଙ୍ଗ ଡୁଙ୍ଗ, ନାକଟିଦେଉଳ, ରେଢ଼ାଖୋଲ, କିସିଣ୍ଡା ଓ ଚାରମାଳ ଥାନାର ଥାନାଧିକାରୀଙ୍କ ସହ ଦୁଇ ପ୍ଲାଟୁନ ପୋଲିସ ଫୋସ ଉପସ୍ଥିତ ଥିଲେ।

ତେବେ ଯୁବତୀଙ୍କ ସହ ଦୁଷ୍କର୍ମ ହୋଇ ନଥିବା ବେଳେ ତାକୁ ଅଭିଯୁକ୍ତ ହତ୍ୟା କରିଥିବା ତଦନ୍ତ ବେଳେ ଜଣାପଡିଥିବା ଆଡିଶନାଲ ଏସପି ଏଲବିନୁଷ କେରକେଟା ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ଅପରପକ୍ଷେ ପୋଲିସ ର ତଦନ୍ତକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଦୋଷୀକୁ କଠୋର ଦଣ୍ଡ ଦିଆଯାଉ ବୋଲି ପରିବାର ଲୋକ କହିଛନ୍ତି।

ଦୁଷ୍କର୍ମ ପରେ ହତ୍ୟା ନାକଟିଦେଉଳ ଥାନା ରିମାଣ୍ଡ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026
Latest News

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.