Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚୋରି କରିବାକୁ ଯାଇ ଦମ୍ପତିଙ୍କୁ ହାଣିଲେ ଦୁର୍ବୁତ୍ତ
ଅପରାଧ

ଚୋରି କରିବାକୁ ଯାଇ ଦମ୍ପତିଙ୍କୁ ହାଣିଲେ ଦୁର୍ବୁତ୍ତ

September 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଡକାୟତି ଉଦ୍ୟମ ପଣ୍ଡ: ବହୁ ମାରଣାସ୍ତ୍ର ଓ ହାତ ବୋମା ଜବତ, ୫ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ବୁଧବାର ପ୍ରାୟ ରାତି ୩ଘଣ୍ଟା ସମୟରେ କିଛି ଦୁର୍ବୁତ୍ତ ସତୀଶଙ୍କ ଘରର ଛାତ ଉପରକୁ ଯାଇ ଘରର ଲୁହା ଗ୍ରିଲ୍ କାଟି ଘର ଭିତରକୁ ପ୍ରବେଶ କରୁଥିବା ବେଳେ ସତୀଶ ଓ ତାଙ୍କର ସ୍ତ୍ରୀଙ୍କ ନିଦ ଭାଙ୍ଗିଯାଇଥିଲା। ଏ ନେଇ ସତୀଶ କିଏ କିଏ ବୋଲି ପାଟି କରିବାରୁ ଦୁର୍ବୁତ୍ତମାନେ ସତୀଶକୁ ଆକ୍ରମଣ କରିଥିଲେ। ଏହା ଦେଖି ତାଙ୍କର ସ୍ତ୍ରୀ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ ଦୁର୍ବୁତ୍ତ।

ଘଟଣାକୁ ନେଇ ସତୀଶ ବଡ଼ ବଜାର ଥାନାର ଦ୍ୱାରସ୍ଥ ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଘଟଣା ସ୍ଥଳକୁ ପୁଲିସ ଯାଇ ତଦନ୍ତ କରୁଥିବା ଜଣାପଡିଛି।

ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026
Latest News

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ଷ୍ଟାରଲିଙ୍କ୍ ବିବାଦ: ମସ୍କଙ୍କ ଉପରେ ବର୍ଷିଲେ ଓୱେସି, ବିଜେପିକୁ ମଧ୍ୟ କଲେ ଟାର୍ଗେଟ

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.