Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚୋରି କରିବାକୁ ଯାଇ ଦମ୍ପତିଙ୍କୁ ହାଣିଲେ ଦୁର୍ବୁତ୍ତ
ଅପରାଧ

ଚୋରି କରିବାକୁ ଯାଇ ଦମ୍ପତିଙ୍କୁ ହାଣିଲେ ଦୁର୍ବୁତ୍ତ

September 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ବୁଧବାର ପ୍ରାୟ ରାତି ୩ଘଣ୍ଟା ସମୟରେ କିଛି ଦୁର୍ବୁତ୍ତ ସତୀଶଙ୍କ ଘରର ଛାତ ଉପରକୁ ଯାଇ ଘରର ଲୁହା ଗ୍ରିଲ୍ କାଟି ଘର ଭିତରକୁ ପ୍ରବେଶ କରୁଥିବା ବେଳେ ସତୀଶ ଓ ତାଙ୍କର ସ୍ତ୍ରୀଙ୍କ ନିଦ ଭାଙ୍ଗିଯାଇଥିଲା। ଏ ନେଇ ସତୀଶ କିଏ କିଏ ବୋଲି ପାଟି କରିବାରୁ ଦୁର୍ବୁତ୍ତମାନେ ସତୀଶକୁ ଆକ୍ରମଣ କରିଥିଲେ। ଏହା ଦେଖି ତାଙ୍କର ସ୍ତ୍ରୀ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ ଦୁର୍ବୁତ୍ତ।

ଘଟଣାକୁ ନେଇ ସତୀଶ ବଡ଼ ବଜାର ଥାନାର ଦ୍ୱାରସ୍ଥ ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଘଟଣା ସ୍ଥଳକୁ ପୁଲିସ ଯାଇ ତଦନ୍ତ କରୁଥିବା ଜଣାପଡିଛି।

ଦମ୍ପତିଙ୍କୁ ହାଣିଲେ ଦୁର୍ବୁତ୍ତ ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ନିମାପଡା ଛାତ୍ରୀଙ୍କୁ ପେଟ୍ରୋଲ ପକାଇ ଜାଳିଦେବା ଘଟଣା, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ…

July 19, 2025

ଆୟ ବହିର୍ଭୁତ ସମ୍ପତ୍ତି ମାମଲା: ପୁର୍ବତନ ଏମଭିଆଇ ଦୋଷୀ ସାବ୍ୟସ୍ତ, ଦୁଇ ବର୍ଷ ଜେଲଦଣ୍ଡ ଶୁଣାଇଲେ କୋର୍ଟ

July 19, 2025

ପୁଣି ଚାଞ୍ଚଲ୍ୟ, ନିମାପଡାର ଜଣେ ଛାତ୍ରୀଙ୍କୁ ପେଟ୍ରୋଲ ଢାଳି ଜାଳିଦେଲେ ଦୁର୍ବୁତ୍ତ, ଅବସ୍ଥା ଗୁରୁତର

July 19, 2025

ପ୍ରଥମ ତିନିମାସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ନେଟ ଲାଭ ୩୦୭୮୩ କୋଟିକୁ ବୃଦ୍ଧି

July 19, 2025
Latest News

ନିମାପଡା ଛାତ୍ରୀଙ୍କୁ ପେଟ୍ରୋଲ ପକାଇ ଜାଳିଦେବା ଘଟଣା, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ…

July 19, 2025

ଆୟ ବହିର୍ଭୁତ ସମ୍ପତ୍ତି ମାମଲା: ପୁର୍ବତନ ଏମଭିଆଇ ଦୋଷୀ ସାବ୍ୟସ୍ତ, ଦୁଇ ବର୍ଷ ଜେଲଦଣ୍ଡ ଶୁଣାଇଲେ କୋର୍ଟ

July 19, 2025

ପୁଣି ଚାଞ୍ଚଲ୍ୟ, ନିମାପଡାର ଜଣେ ଛାତ୍ରୀଙ୍କୁ ପେଟ୍ରୋଲ ଢାଳି ଜାଳିଦେଲେ ଦୁର୍ବୁତ୍ତ, ଅବସ୍ଥା ଗୁରୁତର

July 19, 2025

ପ୍ରଥମ ତିନିମାସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ନେଟ ଲାଭ ୩୦୭୮୩ କୋଟିକୁ ବୃଦ୍ଧି

July 19, 2025

ନଭେମ୍ବର ୨୦ରୁ ୨୮ ପର୍ଯ୍ୟନ୍ତ ଗୋଆରେ ଅନୁଷ୍ଠିତ ହେବ ଆଇଏଫଏଫଆଇର ୫୬ତମ ସଂସ୍କରଣ

July 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.