Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଯୁବକକୁ ଖଣ୍ଡାରେ ଆକ୍ରମଣ: ସିସିଟିଭି ରେ କଏଦ ହେଲା ଭିଡିଓ
ଅପରାଧ

ଯୁବକକୁ ଖଣ୍ଡାରେ ଆକ୍ରମଣ: ସିସିଟିଭି ରେ କଏଦ ହେଲା ଭିଡିଓ

September 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଶନିବାର ସନ୍ଧ୍ୟାରେ ବ୍ରହ୍ମପୁର ବଡ ବଜାର ଥାନା ଅନ୍ତର୍ଗତ ଡାଇମଣ୍ଡ ଟ୍ୟାଙ୍କ ରୋଡ଼ ଶିଶୁ ମନ୍ଦିର ନିକଟରେ ଜଣେ ଯୁବକ ସ୍କୁଲ ସମ୍ମୁଖରେ ଠିଆ ହୋଇଥିବା ବେଳେ ୨ ଜଣ ଯୁବକ ବାଇକରେ ଆସି ମାରଣାସ୍ତ୍ରରେ ଆକ୍ରମଣ କରୁଥିବା ଭିଡ଼ିଓରେ ଦେଖିବାକୁ ମିଳିଛି। ତେବେ ଜୀବନ ବିକଳରେ ଯୁବକ ଜଣକ ସ୍କୁଲ ନିକଟକୁ ଦୌଡ଼ି ଆସୁଥିବା ଭିଡ଼ିଓରୁ ସ୍ପଷ୍ଟ ହୋଇଛି।

ଆକ୍ରମଣର ଶିକାର ହୋଇଥିବା ଉକ୍ତ ଯୁବକ ଜଣକ ବ୍ରହ୍ମପୁର ବଡ ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀ ବିହାର ଅଂଚଳର ଶଙ୍କର ମହାରଣା ବୋଲି ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରୁଛି।

ଖଣ୍ଡାରେ ଆକ୍ରମଣ ବଡ ବଜାର ଥାନା ବ୍ରହ୍ମପୁର ସିସିଟିଭି ଫୁଟେଜ
Share. Facebook Twitter LinkedIn Email WhatsApp Copy Link

Related Posts

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା : ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026

କ୍ୟାବିନେଟ୍ ମଞ୍ଜୁରୀ: ୩୫୯୦ କୋଟି ବ୍ୟୟରେ ୪ ଲେନ୍ ହେବ ଏନ୍‌ଏଚ୍‌-୨୨ ସଡ଼କ

August 19, 2026
Latest News

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା : ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026

କ୍ୟାବିନେଟ୍ ମଞ୍ଜୁରୀ: ୩୫୯୦ କୋଟି ବ୍ୟୟରେ ୪ ଲେନ୍ ହେବ ଏନ୍‌ଏଚ୍‌-୨୨ ସଡ଼କ

August 19, 2026

ଦୋକାନ ବୋର୍ଡ ଲଗାଇବା ବେଳେ ଦୁର୍ଘଟଣା: ବିଦ୍ୟୁତ ଆଘାତରେ ଯୁବକଙ୍କ ପ୍ରାଣହାନୀ

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.