Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପିକଅପ ଭ୍ୟାନ ସହ ୯.୦୮ କୁଇଣ୍ଟାଲ କେନ୍ଦୁପତ୍ର ଜବତ, ୨ ଗିରଫ
ଅପରାଧ

ପିକଅପ ଭ୍ୟାନ ସହ ୯.୦୮ କୁଇଣ୍ଟାଲ କେନ୍ଦୁପତ୍ର ଜବତ, ୨ ଗିରଫ

September 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ବଢ଼ିବାରେ ଲାଗିଛି। ବାରମ୍ବାର ଏମିତି କେନ୍ଦୁପତ୍ର ଚାଲାଣ ହେଉଥିବାରୁ ବନ ବିଭାଗର ମୁଣ୍ଡବ୍ୟଥାର କାରଣ ହେଉଛି। ବନ ବିଭାଗ ବୁଧବାର ରାତି ୧୨.୩୦ରେ ରେଢ଼ାଖୋଲ ବନଖଣ୍ଡ ଶିମିଳିପାଳ ଛକ ନିକଟରେ ଚଢାଉ କରି ପିକ ଅପ ଗାଡ଼ି( ଓଡି୨୮ଡି୩୯୩୭)ସହ ୧୯୨ବଣ୍ଡଲ ( ୯.୦୮ କ୍ଵିଣ୍ଟାଲ) କେନ୍ଦୁପତ୍ର ଜବ କରିଛି।

କେନ୍ଦୁପତ୍ର ଚୋରା ଚାଲାଣ ଅଭିଯୋଗରେ ବନ ବିଭାଗ ୨ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଘୁଣ୍ଟେଲିପଶି ଗ୍ରାମର ଦୁଶ୍ମନ୍ତ ବଘାର (୨୭) ଓ କୃଷ୍ଣ ସାହୁ (୨୭) ଙ୍କୁ ଗିରଫ କରିଛି ବନବିଭାଗ। ପିକଅପ ଗାଡ଼ିରେ ବେଆଇନ ଭାବେ କେନ୍ଦୁପତ୍ର ଚୋରା ଚାଲାଣ ହେଉଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ବନ ବିଭାଗ ଶିମିଳିପାଳ ଗ୍ରାମ ଛକ ନିକଟରେ ଛକି ରହିଥିଲା। ପିକଅପକୁ ଅଟକାଇ କେନ୍ଦୁପତ୍ର ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଥିଲା। ଏ ସଂକ୍ରାନ୍ତରେ ବନବିଭାଗ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତ ମାନଙ୍କୁ ଅଟକ ରଖିଛି।

ରେଢାଖୋଲ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ସପ୍ତାହରେ ଦୁଇଥର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି କରାଯିବ : ସୁପ୍ରିମକୋର୍ଟ

May 16, 2026

ସାଇବର ଠକଙ୍କ ପାଇଁ ଆସିଗଲା CBI ABHAY, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ 

May 16, 2026

ଆଜି ୧୬ ତାରିଖ ଶନିବାରରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.