Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜୁଆ ଆଡ୍ଡା ଉପରେ ଚଢାଉ, ୧୨ ଜୁଆଡି ଗିରଫ, ନଗଦ ୪୫ ହଜାର ଟଙ୍କା ଜବତ
ଅପରାଧ

ଜୁଆ ଆଡ୍ଡା ଉପରେ ଚଢାଉ, ୧୨ ଜୁଆଡି ଗିରଫ, ନଗଦ ୪୫ ହଜାର ଟଙ୍କା ଜବତ

October 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବର୍ତ୍ତମାନ କୁମାର ପୁର୍ଣିମା ଉତ୍ସବ ପରମ୍ପରା ଅନୁଯାୟୀ ବିଭିନ୍ନ ସ୍ଥାନରେ ଚାଲୁଥିବା ଜୁଆ ଖେଳକୁ ନେଇ ପୋଲିସ ବିଭାଗର ମୁଣ୍ଡ ବିନ୍ଧା ପାଲଟିଛି। ଏହି ପରିପ୍ରେକ୍ଷୀରେ ବୁଗୁଡ଼ା ଥାନା ପୋଲିସ୍ ନିଜ ଅଞ୍ଚଳର କୁଆଁ ନାଳ ଗ୍ରାମ ଓ ସହର ମଧ୍ୟସ୍ଥଳରେ ଥିବା ଖେଳପଡିଆ ନିକଟରେ ଜୁଆ ଆଡ୍ଡା ଉପରେ ଚଢାଉ କରି ମୋଟ ୧୨ ଜଣ ଜୁଆଡିକୁ କାବୁ କରିବା ସହ ନଗଦ ୪୫ ହଜାରରୁ ଉର୍ଦ୍ଧ୍ବ ଟଙ୍କା ଜବତ କରିଛି। ଅଟକ ଜୁଆଡି ମାନଙ୍କ ବିରୋଧରେ ପୋଲିସ ୪୬୨/୨୪ ଓ ୪୬୪/୨୪ ଧାରା ଅନୁଯାୟୀ ମାମଲା ରୁଜୁ କରିଛି।

କୁମାର ପୁର୍ଣିମା ଜୁଆ ଆଡ୍ଡା ଉପରେ ଚଢାଉ ଜୁଆଡ଼ି ଗିରଫ ବୁଗୁଡ଼ା ଥାନା ପୋଲିସ୍
Share. Facebook Twitter LinkedIn Email WhatsApp Copy Link

Related Posts

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025
Latest News

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.