Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ରହ୍ମପୁର ମେୟରଙ୍କୁ ହତ୍ୟା ଧମକ, ଟାଉନ ଥାନାରେ ଏତଲା
ଅପରାଧ

ବ୍ରହ୍ମପୁର ମେୟରଙ୍କୁ ହତ୍ୟା ଧମକ, ଟାଉନ ଥାନାରେ ଏତଲା

November 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ମହାନଗର ନିଗମର ମେୟର ସଙ୍ଘମିତ୍ରା ଦଳେଇଙ୍କୁ ଫୋନ ଜରିଆରେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ହତ୍ୟା ଧମକ ମିଳିଛି। ହତ୍ୟା ଧମକର ଅଭିଯୁକ୍ତ ଜଣକ ପୁର୍ବତନ ପୌର ନିର୍ବାହୀ ଯନ୍ତ୍ରୀ ଲଳିତ କୁମାର ଦାଶ ବୋଲି ଜଣାପଡିଛି। ଯାହା ଫଳରେ ଧମକର ଶୀକାର ମେୟର ଦଳେଇ ମହାଶୟା ଥାନାର ଦ୍ଵାରସ୍ଥ ହୋଇଛନ୍ତି ଓ ଅଭିଯୋଗ ଗ୍ରହଣ କରି ପୋଲିସ୍ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଥାନାକୁ ଡାକରା ପଠାଇ ଥିବା ଜଣାପଡିଛି। ଏହି ଭଳି ପରିସ୍ଥିତିରେ ପୌର ନିଗମର ବହୁ କର୍ପୋରେଟର ଦୃଢ଼ ନିନ୍ଦା କରାଯିବା ସହ ଉଚିତ ପଦକ୍ଷେପ ନିମନ୍ତେ ପୋଲିସ ପ୍ରଶାସନ ନିକଟରେ ଦାବି କରିଛନ୍ତି।

ଘଟଣାକୁ ନେଇ ବ୍ରହ୍ମପୁର ଏସ୍ ଡ଼ଃ ଶ୍ରବଣ ବିବେକ ଏମ୍ କହିଛନ୍ତି ଯେ, ଅଭିଯୋଗକୁ ଭିତ୍ତି କରି ତଦନ୍ତ ଚାଲିଛି ଓ ଘଟଣାର ସତ୍ୟତାକୁ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ବ୍ରହ୍ମପୁର ମହାନଗର ନିଗମ ହତ୍ୟା ଧମକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Latest News

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.