Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପରିବହନ ଗାଡ଼ିରୁ ବେଆଇନ ଅର୍ଥ ଆଦାୟ, ୫ ଗିରଫ, ଦୁଇ ଫେରାର
ଅପରାଧ

ପରିବହନ ଗାଡ଼ିରୁ ବେଆଇନ ଅର୍ଥ ଆଦାୟ, ୫ ଗିରଫ, ଦୁଇ ଫେରାର

November 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅର୍ନ୍ତଗତ ଓଡ଼ିଶା ସୀମାନ୍ତ ଗିରିସୋଲା ଛକରେ ବିଭିନ୍ନ ମାଲ୍ ବୋଝେଇ ଟ୍ରକରୁ ବେଆଇନ ଅର୍ଥ ଆଦାୟ ଅଭିଯୋଗ ପାଇ ଗୋଳନ୍ଥରା ପୋଲିସ ସାଧା ପୋଷାକରେ ଚଢ଼ାଉ କରି ୩ ଜଣ ଦଲାଲକୁ କାବୁ କରିଥିଲା। ଦଲାଲ୍ ମାନେ ହେଲେ କେ ବିଜୟ କୁମାର୍, ରବିନ୍ଦ୍ର ସାହୁ ଓ ଭରତ ସାହୁ ପ୍ରମୁଖ ଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା କରିବା ବେଳେ ସେମାନେ କଳା କାରନାମାର ଗୁମର ଖୋଲିଥିଲେ। ଯାହାକି ଆଶ୍ଚର୍ଯ୍ୟ ବିଷୟ।

ଉକ୍ତ ଦଲାଲ୍ ମାନେ ଆଗରେ ପରିବହନ ଅଧିକାରୀ ଜଗି ଛନ୍ତି କହି ବିଭିନ୍ନ ଗାଡ଼ି ଦୁଇ ଶହ ଟଙ୍କାରୁ ହଜାର ହଜାର ଟଙ୍କା ଆଦାୟ କରୁଥିଲେ। ଏହି ଆଦାୟ ଅର୍ଥ ଅନ୍ୟ ଦୁଇ ପରିବହନ ଅଧିକାରୀ କେ ଭେଙ୍କଟେଶ ରାଓ ଓ କନିଷ୍ଠ ଏମ୍ ଭି ଆଇ ରତିକାନ୍ତ ନାୟକଙ୍କ ସହ ମିଶି ଭାଗ କରିଥିଲେ। ଏତଦବ୍ୟତୀତ ଜିଲ୍ଲା ପରିବହନ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ ପ୍ରଦାନ କରାଯାଉଥିଲା।

ଏହି ଚଢାଉ ବେଳେ କୌଶଳ କ୍ରମେ ଆଉ ଜଣେ ଖସି ପଳାଇଥିବା ଜଣାପଡିଛି। ବର୍ତ୍ତମାନ ଅଭିଯୁକ୍ତ ୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଦୁଇ ଜଣକୁ ତଦନ୍ତ ପରିସରଭୁକ୍ତ କରାଯାଇଛି ବୋଲି ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍ ସାମ୍ବାଦିକ ସମ୍ମିଳନୀରେ ବିବୃତି ରଖିଛନ୍ତି।

ଓଡ଼ିଶା ସୀମାନ୍ତ ଗୋଳନ୍ଥରା ଥାନା ବ୍ରହ୍ମପୁର ଏସ୍ ପି
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.