Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଯୁବକଙ୍କୁ ନିର୍ମମ ହତ୍ୟା
ଅପରାଧ

ଯୁବକଙ୍କୁ ନିର୍ମମ ହତ୍ୟା

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଦର ଥାନା
ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସଦର ଥାନା ଅର୍ନ୍ତଗତ ରୋହିଗାଁରେ ମଧୁସୂଦନ ଯେନା ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦାଦା ଘନ ଯେନା ଯୁବକଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁର୍ବ ଶତୃତାକୁ ନେଇ ନିଜେ ଘନ ଓ ତାଙ୍କ ପୁଅ ମିଶି ଘରେ ଏକୁଟିଆ ଥିବା ବେଳେ ମଧୁସୂଦନଙ୍କୁ ଆତର୍କିତ ଭାବେ କାତିରେ ଚୋଟ ଉପରେ ଚୋଟ ମାରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ।

ଖବର ପାଇ ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଦେଖିଲା ପରେ ସଦର ଥାନାକୁ ଖବର କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିହତ ଯୁବକଙ୍କ ଶବ ଜବତ କରିଥିଲା। ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇବାର ବ୍ୟବସ୍ଥା କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

berhampur murder ନିର୍ମମ ହତ୍ୟା ବ୍ରହ୍ମପୁର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026

ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

August 21, 2026

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026
Latest News

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026

ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

August 21, 2026

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.